Subscribe to Updates

    Get the latest creative news from FooBar about art, design and business.

    What's Hot

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023
    Facebook Twitter Instagram
    Trending
    • ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍
    • ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌
    • ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ
    • ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ
    • ଶ୍ରୀମନ୍ଦିର କାର୍ଯ୍ୟାଳୟରେ ୨୩ଜଣଙ୍କୁ ସ୍ଥାୟୀ ନିଯୁକ୍ତି: ଶିକ୍ଷାଗତ ପ୍ରମାଣପତ୍ର ଯାଞ୍ଚ ପାଇଁ ବୋର୍ଡକୁ ଚିଠି
    • ଶିକାରୀଙ୍କ ପଞ୍ଝାରେ ବନ୍ୟଜନ୍ତୁ, ଓଡ଼ିଶା ଜଙ୍ଗଲରୁ ଶେଷ କରିଦେବେ ବାଘ
    • ଅର୍ଥାଭାବରୁ ଅସହାୟ ବାପା: ଲୁହା ଶିକୁଳିରେ ବନ୍ଦୀ ଦିବ୍ୟାଙ୍ଗ ପୁଅ
    • ମହିଳାଙ୍କୁ ନେଇ ଚାଲିଛି ବ୍ରାଉନ୍‌ସୁଗାର କାରବାର
    Friday, May 26
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଅପରାଧ»ହାତୀକୁ ହଇରାଣ କରିବା ମହଙ୍ଗା ପଡ଼ିଲା, ମହିଳାଙ୍କୁ ଉଠାଇ କଚାଡ଼ି ଦେଲା
    ଅପରାଧ

    ହାତୀକୁ ହଇରାଣ କରିବା ମହଙ୍ଗା ପଡ଼ିଲା, ମହିଳାଙ୍କୁ ଉଠାଇ କଚାଡ଼ି ଦେଲା

    NewsLaxmi7By NewsLaxmi7May 2, 2023Updated:May 2, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ନୂଆଦିଲ୍ଲୀ: ସୋସିଆଲ ମିଡିଆରେ ହାତୀକୁ ନେଇ ଏକ ଭିଡିଓ ଭାଇରାଲ ହୋଇଛି। ଏହି ଭାଇରାଲ ଭିଡିଓରେ ଦେଖିବାକୁ ମିଳୁଛି। କୌଣସି ଏକ ଜଙ୍ଗଲରେ ହାତୀ ବୁଲୁଛି। ଏହି ସମୟରେ ହାତୀ ସାମ୍ନାକୁ ଜଣେ ବିଦେଶୀ ମହିଳା ଚାଲି ଆସୁଛନ୍ତି। ଆଉ ହାତରେ କଦଳୀ କାନ୍ଦି ଧରିଛନ୍ତି। ଏଥିମଧ୍ୟରୁ ଗୋଟିଏ କଦଳୀ ହାତୀକୁ ଦେଖ‌ାଉଛି, ପୁଣି ନିଜ ଆଡକ ନେଇ ଆସୁଛନ୍ତି।

    କିଛିସମୟ ହାତୀ ମହିଳାଙ୍କ ଏଭଳି କାର୍ଯ୍ୟକଳାପ ଦେଖିବା ପରେ ରାଗି ଯାଇଥିଲା। ଆଉ କେହିକିଛି ବୁଝିବା ପୂର୍ବରୁ ସେ ମହିଳାଙ୍କୁ ଶୁଣ୍ଢରେ ଉଠାଇ କଚାଡ଼ି ଦେଇଥିଲା। ମହିଳା ହାତୀର ଏଭଳି ଆକ୍ରମଣରେ କିଛି ଦୂରରେ ଯାଇ ଛିଟିକି ପଡ଼ିଥିଲେ।

    ଭିଡିଓରୁ ସ୍ପଷ୍ଟ ଜଣାପଡ଼ୁଛି ହାତୀ ଅକ୍ରମଣରେ ମହିଳାଙ୍କୁ ଆଘାତ ଲାଗିଥାଇପାରେ। ତେବେ ଏହି ଭିଡିଓକୁ ଆଇଏଫଏସ ଅଧିକାରୀ ସୁଶାନ୍ତ ନନ୍ଦା ସେୟାର କରିଛନ୍ତି।

    ଆଇଏଫଏସ ଭିଡିଓ ସେୟାର କରି କ୍ୟାପସନରେ ଲେଖିଛନ୍ତି,‘ଆପଣ ଏକ ହାତୀକୁ ମୁର୍ଖ ଭାବନ୍ତୁ ନାହିଁ। ହାତୀ ପୋଷା ମାନିଥାଏ। ସମସ୍ତ ପଶୁମାନଙ୍କ ଠାରୁ ହାତୀର ବୁଦ୍ଧି ପ୍ରଖର ଏହା ଜାଣି ରଖି ଥାଆନ୍ତୁ।

    ଏହି ଭିଡିଓକୁ ଦେଖିବା ପରେ ସୋସିଆଲ ମିଡିଆ ବ୍ୟବହାରକାରୀ ବିଭିନ୍ନ ପ୍ରକାର ପ୍ରତିକ୍ରିୟା ଦେଇଛନ୍ତି।

    Share. Facebook Twitter LinkedIn WhatsApp Email
    Previous Articleଲଘୁ ଖଣିଜ୍ ଲୁଟ୍ ଅଣାୟତ୍ତ: ଚୋରା ପଥର ଓ ବାଲି ବେପାରୀଙ୍କ ଚରାଭୂଇଁ ପାଲଟିଛି ଯାଜପୁର
    Next Article ପୁଣି କୋଟିଆରେ ଆନ୍ଧ୍ର ରାଜ୍ : ‘ଓଡ଼ିଶା-ଆନ୍ଧ୍ର ଭାଇଭାଇ’ କହି ଲୋକଙ୍କୁ ନିଜ ରାଜ୍ୟର ଯୋଜନା ବୁଝାଇଲେ ଉପମୁଖ୍ୟମନ୍ତ୍ରୀ
    NewsLaxmi7
    • Website

    Related Posts

    ଶ୍ରୀନଗରରେ ଲଣ୍ଡନ୍‌ର ‘ୱାକିଙ୍ଗ୍‌ ମାର୍କେଟ୍‌’ ସଦୃଶ ‘ପୋଲୋଭ୍ୟୁ ମାର୍କେଟ୍‌’ ଉଦ୍‌ଘାଟନ କଲେ ଉପରାଜ୍ୟପାଳ ମନୋଜ ସିହ୍ନା

    May 13, 2023

    ପ୍ୟାକ୍ସ ନିର୍ଦ୍ଦେଶକ ସୁରଥ ବଗର୍ତ୍ତୀଙ୍କୁ ହତ୍ୟା, ପିଟିପିଟି ମାରିଦେଲେ ଦୁର୍ବୃତ୍ତ

    May 13, 2023

    ‌‘ଦି କେରଳ ଷ୍ଟୋରି’ ପ୍ରଦର୍ଶନ ଉପରେ କଟକଣା ମାମଲା: ପଶ୍ଚିମବଙ୍ଗ, ତାମିଲନାଡ଼ୁ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ

    May 13, 2023

    ଇଭିଏମ୍‌ର ପୁନଃବ୍ୟବହାର ନେଇ କଂଗ୍ରେସର ଦାବିକୁ ଇସିଙ୍କ ଖଣ୍ଡନ

    May 13, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ରାଜ୍ୟ

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଝାରସୁଗୁଡ଼ା: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆଜି ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ। ଏଥିଲାଗି କ୍ରାଇମବ୍ରାଞ୍ଚ ଟିମ୍…

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023

    ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ

    May 26, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ନାଲି ରଙ୍ଗର ଲେହେଙ୍ଗା ପିନ୍ଧି ଡାନ୍ସ କଲେ ମଲାଇକା ଅରୋରା : ପ୍ରଶଂସକଙ୍କୁ ଭିନ୍ନ ଅନ୍ଦାଜରେ ଦେଲେ ଶୁଭକାମନା

    November 14, 2020

    ଯୋଡ଼ାମୁଣ୍ଡ ଶିଶୁ ବଳିଆର ମୃତ୍ୟୁକୁ ନେଇ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    November 26, 2020

    ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ୪ ଘଣ୍ଟା ଧରି ସାଧାରଣ ଦର୍ଶନ ବନ୍ଦ ରହିବ

    February 17, 2021
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.