Subscribe to Updates

    Get the latest creative news from FooBar about art, design and business.

    What's Hot

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023
    Facebook Twitter Instagram
    Trending
    • ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି
    • ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର
    • ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା
    • ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ
    • ବ୍ରାଉନ୍‌ସୁଗାର ବେପାରରେ ବାପ-ପୁଅ
    • ବଦଳିବ ଭିତରକନିକାର ରୂପରେଖ
    • କାଜୁ କେଜି ୫ ହଜାର, ଚାଷୀ ପାଉଛି ୭୦
    • ଜାତୀୟସ୍ତରୀୟ ନୃତ୍ୟ ପ୍ରତିଯୋଗିତା: ବ୍ରହ୍ମପୁର ଜେଲ୍‌ର ବନ୍ଦୀ ହେଲେ ପ୍ରଥମ
    Monday, May 29
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»ହାତୀ ଆକ୍ରମଣରେ ମହିଳା ମୃତ
    ରାଜ୍ୟ

    ହାତୀ ଆକ୍ରମଣରେ ମହିଳା ମୃତ

    NewsLaxmi7By NewsLaxmi7May 25, 2023Updated:May 25, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ତେଲକୋଇ: କେନ୍ଦୁଝର ଜିଲ୍ଲା ତୋଲକୋଇ ବନାଞ୍ଚଳରେ ହାତୀ ଆକ୍ରମଣରେ ଆଜି ପୁଣି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ଜଣେ ୱାର୍ଡମେମ୍ବର ବୋଲି ଜଣାପଡିଛି।

    ସୂଚନା ମୁତାବକ ତେଲକୋଇ ବନାଞ୍ଚଳ ବନବିହାରୀପୁର ନୂଆଗାଁର ଉକ୍ତ ମହିଳା ଜଣକ ନିକଟସ୍ଥ ବଗିଚାକୁ ଆମ୍ବ ଗୋଟାଇବାକୁ ଯାଇଥିଲେ। ବଗିଚାରେ ଆମ୍ବ ଗୋଟାଉଥିବା ବେଳେ ଏକ ଦନ୍ତା ହାତୀ ତାଙ୍କୁ ଆକ୍ରମଣ କରିଥିଲା। ଗତକାଲି ରାତିରେ ଝଡ଼ ତୋଫାନ ହୋଇଥିଲା ତେଣୁ ଭୋର ସମୟରୁ ମୃତ ଦ୍ରୋପଦୀ ଘର ପାଖରେ ଥିବା ଆମ୍ବ ତୋଟାକୁ ଆମ୍ବ ଗୋଟେଇବାକୁ ଗଲାବେଳକୁ ସେଠି ହାତୀ ହାବୁଡ଼ରେ ପଡିଯାଇଥିଲେ। ହାତୀଟି ଦ୍ରୋପଦୀଙ୍କୁ ଶୁଣ୍ଢରେ ଆକ୍ରମଣ କରି ଫୋପାଡ଼ି ଦେଇ ପଳାଇଥିଲା। କିଛି ସମୟ ପରେ ଘରଲୋକେ ତାଙ୍କୁ ଉଦ୍ଧାର କରି ତେଲକୋଇ ମେଡିକାଲକୁ ଆଣିଥିଲେ ସେଠି ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ତେବେ ଏ ଘଟଣା ପରେ ବନଭିଭାଗ ପକ୍ଷରୁ ମୃତଙ୍କ ପରିବାରକୁ ପ୍ରଥମ ପର୍ଯ୍ୟାୟରେ ୬୦ ହଜାର ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରାଯାଇଛି। ବନବିହାରୀପୁର ଅଞ୍ଚଳରେ ବର୍ତ୍ତମାନ ଏକ ୧୫ଟିକିଆ ହାତୀ ରହିଥିବା ଜଣାପଡିଛି।

    Share. Facebook Twitter LinkedIn WhatsApp Email
    Previous Articleସରକାରୀ ଡାକ୍ତରଙ୍କ ଘରେ ଲିଙ୍ଗନିରୂପଣ କେନ୍ଦ୍ର
    Next Article ଆଜି ଜୟନ୍ତୀ: ମନେପଡ଼ନ୍ତି ଭଜନ ସମ୍ରାଟ ଭିକାରୀ ବଳ, ମହାପ୍ରଭୁଙ୍କ ଚାମର ସେବକ ଥିଲେ
    NewsLaxmi7
    • Website

    Related Posts

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023

    ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ

    May 29, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ଅପରାଧ

    ବାଲିଘାଟ ପାଇଁ ଗୁଳି, ଜେସିବି ପୋଡ଼ି

    May 29, 2023

    ନିଶ୍ଚିନ୍ତକୋଇଲି : ବାଲିଘାଟକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଉଗ୍ରରୂପ ନେଇଛି। ଶନିବାର ବିଳମ୍ବିତ ରାତିରେ ଏକ…

    ସ୍ବାମୀଙ୍କ ମୃତ୍ୟୁର ଘଣ୍ଟାଏ ମଧ୍ୟରେ ପତ୍ନୀ ମୃତ: ଗୋଟିଏ ଜୁଇରେ ଜଳିଲା ମରଶରୀର

    May 29, 2023

    ନାମଲେଖା ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୬୭ ଯୁକ୍ତ୨ କଲେଜରେ କଟକଣା

    May 29, 2023

    ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ: କର୍ମଚାରୀଙ୍କ ତାଲିକା ମାଗିଲା ରାଜସ୍ବ ବିଭାଗ

    May 29, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଆଜି ରାଜ୍ୟରେ ୩ ଜଣ କରୋନାରେ ଟଳିଲେ

    October 16, 2021

    ହାଇକୋର୍ଟ ବେଞ୍ଚ୍‌ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ରାୟ: ରିଭ୍ୟୁ ପିଟିସନ୍ ଦାଖଲ ପାଇଁ ସଜବାଜ

    December 16, 2022

    ଲିଭୁନି ଅଗ୍ନିପଥ ନିଆଁ : ବିଭିନ୍ନ ସ୍ଥାନରେ ଟ୍ରେନ୍ ଜାଳିଲେ ବିକ୍ଷୋଭକାରୀ, ବସ୍ ଉପରେ ବି ପଥର ମାଡ

    June 17, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.