ରାଜ୍ୟ ସ୍ପେଶାଲ ରିପୋର୍ଟ

ହୀରାକୁଦ ଛାଡ଼ିଲା ପ୍ରଥମ ବନ୍ୟାଜଳ

ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରରୁ ଆଜି ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ହୋଇଛି। ରବିବାର ସକାଳ ୯ଟାରେ ହୀରାକୁଦ ଜଳଭଣ୍ଡାରରୁ ପାରଂପରିକ ରୀତିରେ ପୂଜାର୍ଚ୍ଚନା ପରେ ହୀରାକୁଦ ଜଳଭଣ୍ଡାର ପର୍ଯ୍ୟାୟ‌କ୍ରମେ ୫ଟି ଗେଟ୍ ଖୋଲାଯାଇଥିଲା। ମୁଖ୍ୟଯନ୍ତ୍ରୀ ତଥା ଉପର ମହାନଦୀ ଅବବାହିକାର ପରିଚାଳକ ଆନନ୍ଦ ଚନ୍ଦ୍ର ସାହୁ ଏବଂ ସମ୍ବଲପୁର ଜିଲ୍ଲାପାଳ ମିଳିତ ଭାବେ ଗେଟ୍‌ ଖୋଲିଥିଲେ। ଏହି ସମୟରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୪.୮୭ ଫୁଟ୍ ରହିଥିଲା ବେଳେ ସେହି ସମୟରେ ଜଳଭଣ୍ଡାରକୁ ୯୩,୦୫୧ କ୍ୟୁସେକ୍ ଜଳ ପ୍ରବେଶ କରୁଥିଲା। ସେହି ସମୟରେ ଜଳଭଣ୍ଡାରରୁ ୧,୧୭,୧୨୬ କ୍ୟୁସେକ୍ ଜଳ ନିଷ୍କାସିତ ହେଉଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।