ରାଜ୍ୟ ସ୍ପେଶାଲ ରିପୋର୍ଟ

୧ରେ ଆନ୍ଦୋଳନ ବାତିଲ: ୨ରୁ ୪ ତାରିଖ ଯାଏ ରାଜ୍ୟର ସମସ୍ତ ବ୍ଲକ ଘେରାଉ କରିବ ବିଜେପି

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର: ତିନି ଦିନ ରାଜ୍ୟ ସରକାର ଶୋକ ପାଳନ କରାଯାଉଥିବା ହେତୁ ବିଜେପି ତାର ସମସ୍ତ ଆନ୍ଦୋଳନକୁ ବାତିଲ କରିବାକୁ ନିଷ୍ପତ୍ତି ନେଇଛି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି, ୧ ତାରିଖରେ ସମସ୍ତ ବ୍ଲକ ଘେରାଉ କରିବାକୁ ବିଜେପି ନିଷ୍ପତ୍ତି ନେଇଥିଲା। ଏବେ ରାଜ୍ୟ ଶୋକକୁ ସମର୍ଥନ ଜଣାଇ ଏହାକୁ ବାତିଲ କରାଯାଉଛି। ଆସନ୍ତା ୨, ୩ ଓ ୪ ତାରିଖରେ ଏହି ବ୍ଲକ ଘେରାଉ କାର୍ଯ୍ୟକ୍ରମ କରିବ ବିଜେପି।

ନବ ଦାସଙ୍କୁ ପୁଲିସ ଏଏସଆଇ ଗୁଳି ମାରି ହତ୍ୟା କରିବା ଘଟଣାରେ ରାଜ୍ୟ ସରକାରଙ୍କୁ ବିଜେପି ଟାର୍ଗେଟ କରିଛି। ଦଳର ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି,ଦିନ ଦ୍ଵିପହରରେ ଜଣେ ଶକ୍ତିଶାଳୀ ମନ୍ତ୍ରୀଙ୍କୁ ହତ୍ୟା କରାଯିବା ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତିର ଦୁରଵସ୍ଥାକୁ ସୁଚାଉଛି । ହତ୍ୟାର ପ୍ରକୃତ କାରଣ କଣ ତାହା ସ୍ପଷ୍ଟ ହେବାର ଆବଶ୍ୟକତା ରହିଛି। ରାଜ୍ୟ ସରକାର ନିରପେକ୍ଷ ତଦନ୍ତ କରି ତଥ୍ୟ ସାମ୍ନାରେ ରଖନ୍ତୁ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।