ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ
ଭୁବନେଶ୍ବର: ଆସନ୍ତା ୧୯ ତାରିଖରୁ ପୁଣି ରାଜ୍ୟରେ କରୋନା ଟିକାକରଣ ଆରମ୍ଭ ହେବ। ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର।
ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ପୁଣି ଓଡ଼ିଶାରେ ଆରମ୍ଭ ହେବ ଟିକାକରଣ। ଆସନ୍ତା ୧୯ ତାରିଖରୁ ପୁଣି ରାଜ୍ୟରେ ଲୋକଙ୍କୁ କୋଭିଡ ଟିକା ଦିଆଯିବ। ଲୋକଙ୍କୁ କୋଭିସିଲ୍ଡ ଟିକା ଦିଆଯିବ। ଆଜି କେନ୍ଦ୍ର ସରକାର ରାଜ୍ୟକୁ ୧ ଲକ୍ଷ କୋଭିସିଲ୍ଡ ଟିକା ପଠାଇବେ। ଟିକା ଆସିବା ପରେ ସବୁ ଜିଲ୍ଲାକୁ ଭାଗ କରି ଦିଆଯିବ। ଯେଉଁମାନେ ଦ୍ଵିତୀୟ ବା ବୁଷ୍ଟର ନେଇନାହାନ୍ତି, ସେମାନଙ୍କୁ ଟିକା ନେବାକୁ ସ୍ୱାସ୍ଥ୍ୟ ବିଭାଗ କହିଛି।
ସମ୍ଭାବ୍ୟ ସଂକ୍ରମଣ ବଢ଼ିବା ଆଶା କରାଯାଉଥିବାବେଳେ ଏବେ ଯେଉଁମାନେ ଦ୍ଵିତୀୟ ଓ ବୁଷ୍ଟର୍ ନେଇ ନାହାନ୍ତି ସେମାନେ ନିଅନ୍ତୁ। ବର୍ତ୍ତମାନ ସୁଦ୍ଧା ମାତ୍ର ୪୦ ପ୍ରତିଶତ ଲୋକ ବୁଷ୍ଟର ଡୋଜ ନେଇଛନ୍ତି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l
୧୯ରୁ ପୁଣି ରାଜ୍ୟରେ ଲୋକଙ୍କୁ କୋଭିଡ ଟିକା ଦିଆଯିବ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ