Subscribe to Updates

    Get the latest creative news from FooBar about art, design and business.

    What's Hot

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023
    Facebook Twitter Instagram
    Trending
    • ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍
    • ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌
    • ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ
    • ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ
    • ଶ୍ରୀମନ୍ଦିର କାର୍ଯ୍ୟାଳୟରେ ୨୩ଜଣଙ୍କୁ ସ୍ଥାୟୀ ନିଯୁକ୍ତି: ଶିକ୍ଷାଗତ ପ୍ରମାଣପତ୍ର ଯାଞ୍ଚ ପାଇଁ ବୋର୍ଡକୁ ଚିଠି
    • ଶିକାରୀଙ୍କ ପଞ୍ଝାରେ ବନ୍ୟଜନ୍ତୁ, ଓଡ଼ିଶା ଜଙ୍ଗଲରୁ ଶେଷ କରିଦେବେ ବାଘ
    • ଅର୍ଥାଭାବରୁ ଅସହାୟ ବାପା: ଲୁହା ଶିକୁଳିରେ ବନ୍ଦୀ ଦିବ୍ୟାଙ୍ଗ ପୁଅ
    • ମହିଳାଙ୍କୁ ନେଇ ଚାଲିଛି ବ୍ରାଉନ୍‌ସୁଗାର କାରବାର
    Sunday, May 28
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ଦେଶ ବିଦେଶ»୨,୦୦୦ ତଳେ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା; ୨୬ ହଜାର ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା
    ଦେଶ ବିଦେଶ

    ୨,୦୦୦ ତଳେ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା; ୨୬ ହଜାର ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

    NewsLaxmi7By NewsLaxmi7May 8, 2023Updated:May 8, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୨୦୦୦ ତଳକୁ ଚାଲି ଆସିଥିବା ବ‌େଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୨୬,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

    କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୩୮୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

    ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୮୩୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯,୭୧,୪୬୯ରେ ପହଞ୍ଚିଛି।

    ଗତ ୨୪ ‌ଘଣ୍ଟାରେ ୧୧ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୬୯୨କୁ ବୃଦ୍ଧି ପାଇଛି।

    Image Courtesy of Mint

    ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୧୪,୫୯୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୬% ରହିଛି।

    ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫,୧୭୮କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୬%।

    ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୭୯,୭୩୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

    ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୭୩,୭୦୬ଟି ନମୁନା।

    Share. Facebook Twitter LinkedIn WhatsApp Email
    Previous Articleହିଂସାପ୍ରବଣ ମଣିପୁରରୁ ଖସି ପଳାଇବାକୁ ତତ୍ପରତା: ୨୫,୦୦୦ ଟଙ୍କାରେ ବିକ୍ରି ହେଉଛି ୨,୫୦୦ ଟଙ୍କାର ବିମାନ ଟିକେଟ୍‌
    Next Article ଆଜି ସୃଷ୍ଟି ହେବ ଲଘୁଚାପ
    NewsLaxmi7
    • Website

    Related Posts

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023

    ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ

    May 26, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ରାଜ୍ୟ

    ଝାରସୁଗୁଡ଼ା ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ୍: ଆଜି ଦାଖଲ କରିପାରେ ନବ ଦାସ ହତ୍ୟା ମାମଲାର ଚାର୍ଜସିଟ୍

    May 26, 2023

    ଝାରସୁଗୁଡ଼ା: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆଜି ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ। ଏଥିଲାଗି କ୍ରାଇମବ୍ରାଞ୍ଚ ଟିମ୍…

    ଜମି କିଣାବିକା ନିୟମ ବଦଳିଲା; ଆଗ ଅନଲାଇନ୍ ସ୍ଲଟ୍ ବୁକିଂ, ପରେ ରେଜିଷ୍ଟ୍ରେସନ୍‌

    May 26, 2023

    ସମ୍ବାଦପତ୍ର ଓ ପାଠକଙ୍କ ମାଧ୍ୟମ ବିତରକ

    May 26, 2023

    ଦାସିଆ ଅଜା ସଂଗ୍ରହାଳୟ ଦେଖି ଭାବବିହ୍ବଳ

    May 26, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ସବା ଆଜାଦ୍‌ଙ୍କ ପ୍ରେମରେ ପଡିଛନ୍ତି ହ୍ରିତିକ୍‌ ରୋଶନ୍‌ ! ଭିଡିଓ ଭାଇରାଲ୍‌

    January 31, 2022

    ଅଫିସ୍ ନ ଆସି ଦରମା ନେଉଥିଲେ ଅଫିସର; ସସ୍‌ପେଣ୍ଡ କଲେ ଉପମୁଖ୍ୟମନ୍ତ୍ରୀ

    September 30, 2022

    ଭୁବନେଶ୍ୱର ଏବଂ ଜୟପୁର ମଧ୍ୟରେ ସିଧାସଳଖ ବିମାନ ସେବା ଆରମ୍ଭ

    November 2, 2021
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.