ଭୁବନେଶ୍ବର : ରାଜ୍ୟ ସରକାର ଆଜି ଓଏଏସ୍ ସ୍ତରରେ ଏକ ଅଦଳବଦଳ କରିଛନ୍ତି। ବିଭିନ୍ନ ସ୍ଥାନରେ ତହସିଲ୍ଦାର, ବିଡିଓ, ସବ୍ ରେଜିଷ୍ଟ୍ରାର୍ ଓ ଡେପୁଟି କଲେକ୍ଟର ଥିବା ୨୫ ଜଣ ଅଧିକାରୀଙ୍କର ବଦଳି ହୋଇଛି। ରାଜସ୍ବ ବିଭାଗ ପକ୍ଷରୁ ଏ ସଂକ୍ରାନ୍ତରେ ବିଜ୍ଞପ୍ତି ଜାରି ହୋଇଛି। ଏହା ବାଦ୍ ଓଡ଼ିଶା ରାଜସ୍ବ ସେବାର ୮ ଜଣ ଅଧିକାରୀ ଓଡ଼ିଶା ପ୍ରଶାସନିକ ସେବାକୁ ପଦୋନ୍ନତି ପାଇଛନ୍ତି।
Trending
- ଡେରିରେ ଛାଡ଼ିପାରେ ମୌସୁମୀ: ବହୁଛି ଦକ୍ଷିଣା ସାମୁଦ୍ରିକ ପବନ, ଉତ୍ତରା ପବନ ଡେରିରେ ଆସିବ
- ଭୁଶୁଡ଼ିଲା ମାଟିଘର: ବାପାର ଗଲା ଜୀବନ, ବର୍ତ୍ତିଗଲା ପୁଅ
- ପୁଣି ଆଶା ଦେଖାଇଲେ ସରକାର: ଖୋଲିପାରେ ବନ୍ଦ ସ୍କୁଲର ତାଲା
- ଏଏସ୍ଆଇ ମୃତ୍ୟୁ ଘଟଣା: ହତ୍ୟା ଅଭିଯୋଗ ଆଣିଲେ ସ୍ବାମୀ
- ଦିବ୍ୟାଙ୍ଗ ପିଲାମାନେ ଯାଦୁଗର: ଧର୍ମେନ୍ଦ୍ର ପ୍ରଧାନ
- ସୀମାନ୍ତରେ ୪୦ ସ୍କୁଲ ବନ୍ଦ: ସେଦିନର ମଣିଷଗଢ଼ା କାରଖାନା ଏବେ ଖେଳପଡ଼ିଆ
- ବଢ଼ୁଛି ଲାଲ କେଶର ଅଣ୍ଡା ଚାହିଦା: ୧୦ଲକ୍ଷ ଦରକାର, ଅଢ଼େଇ ଲକ୍ଷ ମିଳୁଛି
- ପୋଖରୀରୁ ଧରା ହେଲା ୧୪ ଫୁଟ୍ର କୁମ୍ଭୀର
Tuesday, October 3