ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି

ଭୁବନେଶ୍ୱର୨/୧୨: ୩ ଦିନିଆ ରିମାଣ୍ଡରେ ଯିବେ ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଅଭିଯୋଗର ଫର୍ଦ୍ଦ ଗୋଟେ ପରେ ଗୋଟେ ଯୋଡି ହେବାର ଲାଗିଛି। ଅଭୟକାନ୍ତ ପାଠକଙ୍କୁ ରିମାଣ୍ଡରେ ନେବା ପାଇଁ ଭିଜିଲାନ୍ସକୁ ଏସ୍ଆଇଟି ଅନୁମତି ମାଗିଥିଲା। ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ରିମାଣ୍ଡ ପାଇଁ ଅନୁମତି ଦେଇଥିଲେ। ଅଭୟଙ୍କୁ ରିମାଣ୍ଡରେ ନେଇ ଅଧିକ ପଚରାଉଚରା କରିବ ଏସଆଇଟି ।

ସେହିପରି ଆକାଶ ନିଜକୁ ଟାଟା ମୋଟର୍ସ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ ଭାବରେ ପରିଚୟ ଦେଇ ଇ-ମେଲ୍ ଏବଂ ଅନ୍ୟାନ୍ୟ ଜାଲ୍ ଡକ୍ୟୁମେଣ୍ଟ୍ ପଠାଇ ଚାର୍ଟାର୍ଡ ଫ୍ଲାଇଟ୍ ହୋଟେଲ ବୁକ୍ କରିଥିଲେ। ଜୁନ୍ ଠାରୁ ଚଳିତ ମାସ ପର୍ଯ୍ୟନ୍ତ ୨ କୋଟି ୭୮ ଲକ୍ଷ ୩୯ ହଜାର ୮୭ ଟଙ୍କାର ବୁକିଂ କରିଥିଲେ। ଏହି ବୁକିଂ ବାବଦରେ ସେ ୨ କୋଟି ୧୩ ଲକ୍ଷ ୨୨ ହଜାର ୮ଶହ ୫୪ ଟଙ୍କା ଦେଇଥିଲେ। ଅବଶିଷ୍ଟ ଦେୟ ୬୫ ଲକ୍ଷ ୧୬ ହଜାର ୨୩୩ ଟଙ୍କା ଦେଇ ନଥିଲେ। ତେଣୁ ପ୍ଲାଏ ସ୍କାଏ ଏଜେନ୍ସି ପାଠକ ବାପ-ପୁଅଙ୍କ ବିରୋଧରେ ଏତଲା ଦେଇଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ