Subscribe to Updates

    Get the latest creative news from FooBar about art, design and business.

    What's Hot

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023
    Facebook Twitter Instagram
    Trending
    • ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ
    • ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ
    • ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା
    • ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି
    • ସାମ୍ବାଦିକ ଭିସା ବିବାଦ: ଭାରତକୁ ଦୋଷ ଦେଲା ଚୀନ୍
    • ବେତନ ପାଇଁ ଛୁଟିରେ ଅମଲା; ଜିଲ୍ଲା, ବ୍ଲକ୍‌ରେ ସବୁ କାର୍ଯ୍ୟାଳୟ ଅଚଳ
    • ଓଡ଼ିଶାରେ ନାହାନ୍ତି ନକଲି ଡାକ୍ତର! ଡାକ୍ତରଙ୍କ ସାର୍ଟିଫିକେଟ୍ ଯାଞ୍ଚ ପ୍ରକ୍ରିୟା ଶେଷ
    • ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ
    Friday, June 2
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»୭୯ତମ ଭଞ୍ଜ ଜୟନ୍ତୀ ସପ୍ତାହ ୧୬ରୁ, ଶ୍ୟାମାମଣିଙ୍କୁ କଳିଙ୍ଗ ଭାରତୀ ସମ୍ମାନ
    ରାଜ୍ୟ

    ୭୯ତମ ଭଞ୍ଜ ଜୟନ୍ତୀ ସପ୍ତାହ ୧୬ରୁ, ଶ୍ୟାମାମଣିଙ୍କୁ କଳିଙ୍ଗ ଭାରତୀ ସମ୍ମାନ

    NewsLaxmi7By NewsLaxmi7May 11, 2023Updated:May 11, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    କଟକ : ଓଡ଼ିଶାର ପ୍ରାଚୀନ ସାରସ୍ବତ ଓ ସାଂସ୍କୃତିକ ଅନୁଷ୍ଠାନ ‘କଳିଙ୍ଗ ଭାରତୀ ପକ୍ଷରୁ ୭୯ତମ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଜୟନ୍ତୀ ସପ୍ତାହ ଆସନ୍ତା ୧୬ତାରିଖରୁ ୨୨ତାରିଖ ପର୍ଯ୍ୟନ୍ତ ମିସନ୍‌ ରୋଡ୍‌ସ୍ଥିତ ଭଞ୍ଜମଣ୍ଡପରେ ଅନୁଷ୍ଠିତ ହେବ। ଏହି ସମା‌ରୋହରେ ସ୍ବନାମଧନ୍ୟ କଣ୍ଠଶିଳ୍ପୀ ପଦ୍ମଶ୍ରୀ ଡକ୍ଟର ଶ୍ୟାମାମଣି ଦେବୀଙ୍କୁ ମର୍ଯ୍ୟାଦାଜନକ କଳିଙ୍ଗ ଭାରତୀ ସମ୍ମାନ ପ୍ରଦାନ କରାଯିବାକୁ ଚୂଡାନ୍ତ ହୋଇଛି।

    ଭଞ୍ଜ ଜୟନ୍ତୀ ସପ୍ତାହର ଉଦ୍‌ଯାପନୀ ସମାରୋହରେ ଡକ୍ଟର ଶ୍ୟାମମଣି ଦେବୀଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ ବୋଲି କଳିଙ୍ଗ ଭାରତୀର କାର୍ଯ୍ୟନିର୍ବାହୀ ସଭାପତି ପ୍ରଭାତ କୁମାର ନନ୍ଦ ସୂଚନା ଦେଇଛନ୍ତି। ୧୯୪୪ ମସିହାରୁ ରୀତିଯୁଗୀୟ ସାହିତ୍ୟ ଓ କଳା କ୍ଷେତ୍ରରେ ସପର୍ମିତ ବ୍ୟକ୍ତିଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଉଛି। ସାହିତ୍ୟ ଓ ସଂସ୍କୃତି କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ତଥା ରୀତିଯୁଗୀୟ ଧାରାର ପ୍ରଚାର ପ୍ରସାର କ୍ଷେତ୍ରରେ ଉତ୍ସର୍ଗୀକୃତ ସେବା ପାଇଁ ଡକ୍ଟର ଶ୍ୟାମାମଣି ଦେବୀଙ୍କୁ ଏହି ସମ୍ମାନ ପାଇଁ ମନୋନୀତ କରାଯାଇଛି।

    Share. Facebook Twitter LinkedIn WhatsApp Email
    Previous Articleଜୁନ୍‌ ୨୨ରେ ମୋଦୀଙ୍କୁ ସ୍ବାଗତ କରିବେ ବାଇଡେନ
    Next Article ବିପୁଳ ମାଓ ସାମଗ୍ରୀ ଜବତ, ଟାପରାଙ୍ଗ ଶୂନଶାନ
    NewsLaxmi7
    • Website

    Related Posts

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023

    ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି

    June 2, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ଦେଶ ବିଦେଶ

    ଉତ୍ତରାଖଣ୍ଡରେ ଦୁର୍ନୀତି ବିରୋଧୀ ଜି-୨୦ ବୈଠକ

    June 2, 2023

    ଡେରାଡ଼ୁନ : ଉତ୍ତରାଖଣ୍ଡର ଋଷିକେଶ (ତେହରି)ରେ ଜି-୨୦ ଦୁର୍ନୀତି ବିରୋଧୀ ୱାର୍କିଂ ଗ୍ରୁପର ଦ୍ବିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତମାସ…

    ସର୍ବସମ୍ମୁଖରେ ବୋହୂକୁ ପୋଷାକ ଖୋଲିବାକୁ କହିଲେ ଶଶୁରଘର ଲୋକ: ଗାଡ଼ିରେ ବସାଇ ବାପଘରେ ଛାଡ଼ିଆସିଲେ

    June 2, 2023

    ଆମେରିକା ସେନାରେ ଡ୍ରୋନ୍‌ର ପାଗଳାମି; ଶତ୍ରୁ ଭାବି ନିଜ ଅପରେଟର୍‌ଙ୍କୁ ମାରିପକାଇଲା

    June 2, 2023

    ରାହୁଲ ଗେହଲଟଙ୍କୁ ଶିଖାନ୍ତୁ: ଅୱେସି

    June 2, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଗାନ୍ଧୀ ମାର୍ଗରେ ଅଙ୍ଗନୱାଡି କର୍ମୀ ଏକାଠି

    November 22, 2022

    ଜିଲ୍ଲାରେ ଡେଙ୍ଗୁ ଆକ୍ରାନ୍ତ ସଂଖ୍ୟା ୫ ଶହ ପାର୍‌, ୮୯% ଆକ୍ରାନ୍ତ ରାଉରକେଲାର

    November 24, 2022

    ଶ୍ରୀଜଗନ୍ନାଥ ବଲ୍ଲଭ ବ୍ୟାଖ୍ୟାନ କେନ୍ଦ୍ର : ପ୍ରକଳ୍ପ ପୂର୍ଣ୍ଣ ରୂପ ନେବା ପୂର୍ବରୁ ଉଜୁଡ଼ିଯିବାକୁ ବସିଲାଣି

    May 14, 2023
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.