Subscribe to Updates

    Get the latest creative news from FooBar about art, design and business.

    What's Hot

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023
    Facebook Twitter Instagram
    Trending
    • ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ
    • ଆଉ ତିନି ଦିନ ପରେ ବାତ୍ୟା…..!
    • ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ
    • ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ
    • ବାହନଗା ରେଳ ଦୁର୍ଘଟଣାର ସିବିଆଇ ତଦନ୍ତକୁ ନେଇ କେଁ ଉଠିଲା
    • ପିଆଜ ଅମଳ ନିରାଶାଜନକ: ଭିତ୍ତିଭୂମି ଅଛି, ପ୍ରୋତ୍ସାହନ ନାହିଁ
    • ମଣିପୁର ହିଂସା ପୁଣି ଅଣାୟତ୍ତ: ଆମ୍ବୁଲାନ୍ସ ଜାଳିଦେଲେ ଦଙ୍ଗାକାରୀ, ୮ ବର୍ଷର ଶିଶୁ, ମା’ ସମେତ ୩ ଜୀବନ୍ତ ଦଗ୍ଧ
    • ଏଠି ନକଲିଙ୍କୁ ସାତଖୁଣ ମାଫ୍‌! ବର୍ଷବର୍ଷ ଚାକିରି କଲେ, ଜାମିନରେ ଖସିଗଲେ
    Thursday, June 8
    Facebook Twitter Instagram
    Facebook Twitter Instagram
    NEWS LAXMI 7
    Subscribe
    • ଦେଶ ବିଦେଶ
    • ରାଜ୍ୟ
    • ରାଜନୀତି
    • କଳା ଓ ସଂସ୍କୃତି
    • ଲାଇଫ୍ ଷ୍ଟାଇଲ
    • ମନୋରଞ୍ଜନ
      • ଭିଡ଼ିଓ
      • ଖେଳ
    • ପର୍ଯ୍ୟଟନ
    • ଶିକ୍ଷା ଓ ନିଯୁକ୍ତି
    • ଧର୍ମ
    • ସ୍ୱାସ୍ଥ୍ୟ
    • ଅପରାଧ
    • ରାଶିଫଳ
    NEWS LAXMI 7
    Home»ରାଜ୍ୟ»୯ରେ ନବୀନଙ୍କୁ ଭେଟିବେ ନୀତୀଶ
    ରାଜ୍ୟ

    ୯ରେ ନବୀନଙ୍କୁ ଭେଟିବେ ନୀତୀଶ

    NewsLaxmi7By NewsLaxmi7May 7, 2023Updated:May 7, 2023No Comments1 Min Read
    Facebook Twitter LinkedIn WhatsApp Email
    Share
    Facebook Twitter LinkedIn Email WhatsApp

    ଭୁବନେଶ୍ବର : ଦେଶର ସମସ୍ତ ଅଣ ବିଜେପି ଦଳକୁ ଏକାଠି କରି ବିରୋଧୀଙ୍କ ମହାମେଣ୍ଟ ଗଠନ କରିବା ଉଦ୍ୟମରେ ଥିବା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆସନ୍ତା ୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ। ନବୀନ-ନୀତୀଶଙ୍କ ଭେଟଘାଟକୁ ନେଇ ରାଜ୍ୟ ରାଜନୀତି ଠାରୁ ଜାତୀୟ ରାଜନୀତି ଅଧିକ ଚଳଚଞ୍ଚଳ ହୋଇ ଉଠିଛି। ୨୦୦୯ରୁ ବିଜେପି ଓ କଂଗ୍ରେସ ଠାରୁ ସମଦୂରତା ରଖିଥିବା ବିଜେଡି ବିରୋଧୀଙ୍କ ମହାମେଣ୍ଟରେ ସାମିଲ୍‌ ହେବ କି ନାହିଁ ସେନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଗଲାଣି।

    ମିଳିଥିବା ସୂଚନା ଅନୁଯାୟୀ, ନୀତୀଶ କୁମାର ୯ତାରିଖ ମଧ୍ୟାହ୍ନରେ ଭୁବନେଶ୍ବରରେ ପହଞ୍ଚିବା ପରେ ସିଧା ନବୀନ ନିବାସକୁ ଯିବେ। ସେଠାରେ ମଧ୍ୟାହ୍ନ ଭୋଜନ କରିବା ସହ ନବୀନଙ୍କ ସହ ପ୍ରାୟ ଦୁଇ ଘଣ୍ଟାର ଆଲୋଚନା କାର୍ଯ୍ୟକ୍ରମ ରହିଛି। ଏହାପରେ ଦୁଇ ନେତା ମିଳିତ ଭାବେ ଗଣମାଧ୍ୟମରେ ବିବୃତି ରଖିବେ।

    ସୂଚନାଯୋଗ୍ୟ ଯେ ନୀତୀଶ କୁମାର ଏହା ପୂର୍ବରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ପ୍ରମୁଖଙ୍କୁ ଭେଟିଥିଲେ। ମମତା ବାନାର୍ଜୀ ମଧ୍ୟ କିଛି ଦିନ ତଳେ ନବୀନ ନିବାସରେ ନବୀନଙ୍କୁ ଭେଟିଥିଲେ। ହେଲେ ମମତା-ନବୀନଙ୍କ ଭେଟଘାଟରେ କୌଣସି ରାଜନୈତିକ ଆଲୋଚନା ହୋଇନଥିବା ଉଭୟ ନେତା କହିବା ପରେ ଏହି ଭେଟଘାଟ ନେଇ ପରେ ଅଧିକ ଚର୍ଚ୍ଚା ହୋଇନଥିଲା।

    Share. Facebook Twitter LinkedIn WhatsApp Email
    Previous Articleବିତର୍କ: ଚୀନ, ପାକିସ୍ତାନ ମନ୍ତ୍ରୀଙ୍କ ସହ ହାତ ମିଳାଉ ନାହାନ୍ତି ଆମ ମନ୍ତ୍ରୀ; କେତେ ଲାଭ, କେତେ କ୍ଷତି
    Next Article ବନ୍ତଳା ବନାଞ୍ଚଳ ତଳଗଡ଼ ଗ୍ରାମରେ ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ
    NewsLaxmi7
    • Website

    Related Posts

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023

    ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ

    June 8, 2023
    • Facebook
    • Twitter
    • Instagram
    • YouTube
    Our Picks

    ମାତିଛନ୍ତି ମାଟି ମାଫିଆ: ତାଡ଼ିଦେଲେ ଗଙ୍ଗୁଆ ନଦୀବନ୍ଧ

    April 3, 2023

    ପଶ୍ଚିମବଙ୍ଗ ରାମ ନବମୀ ରାଲିରେ ପୁଣି ହିଂସାକାଣ୍ଡ: ‘ବିଜେପି’ ବିଧାୟକ ଆହତ

    April 3, 2023

    ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

    April 3, 2023

    ରାଜ୍ୟବ୍ୟାପୀ ‘ଉତ୍କଳ ଦିବସ’ ପାଳିତ: ଓଡ଼ିଆ ପରିଧାନ କଲେ ଓଡ଼ିଶା ହସ୍ତତନ୍ତ

    April 2, 2023
    Don't Miss
    ରାଜ୍ୟ

    ବାହାନଗା ରେଳ ଦୁର୍ଘଟଣା: ୧୨ଟି ବିରୋଧୀ ଦଳ ତରଫରୁ ବିକ୍ଷୋଭ

    June 8, 2023

    ଭୁବନେଶ୍ବର : ବାହାନଗା ରେଳ ଦୁର୍ଘଟଣା ପରେ ରେଳ ଯାତ୍ରାକୁ ଅଧିକ ସୁରକ୍ଷିତ କରିବା ସହ ମୃତକ ଓ ଆହତମାନଙ୍କୁ…

    ଆଉ ତିନି ଦିନ ପରେ ବାତ୍ୟା…..!

    June 8, 2023

    ଡ୍ୟାମ୍‌ ଭୁଶୁଡ଼ିବାପରେ ୟୁକ୍ରେନ‌ରେ ଭୟଙ୍କର ସ୍ଥିତି: ୮୦ ସହର ଓ ଗାଁରେ ବନ୍ୟା, ଲକ୍ଷାଧିକ ଲୋକ ପ୍ରଭାବିତ

    June 8, 2023

    ୫ ଦିନ ପରେ ଚେନ୍ନାଇକୁ ଗଡ଼ିଲା କରମଣ୍ଡଳ

    June 8, 2023

    Subscribe to Updates

    Get the latest creative news from SmartMag about art & design.

    About Us
    About Us

    Welcome to Newslaxmi7, where we are dedicated to providing timely, accurate, and unbiased news coverage to our readers. As a leading news organization, we are committed to journalistic integrity and believe that providing our audience with reliable information is essential to a functioning democracy.

    Our Picks

    ଓଲଟିଲା ବୋଲେରୋ: ୧୪ ପକେଟ୍ ଗଞ୍ଜେଇ ଛାଡ଼ି ଡ୍ରାଇଭର ଓ ବ୍ୟବସାୟୀ ଫେରାର୍

    May 17, 2022

    ରାଜ୍ୟରେ ନିର୍ମାଣ ହେବ ୧୭୭ ଗୋଦାମ

    February 13, 2023

    ଛାତରୁ ଡେଇଁଲେ ଛାତ୍ରୀ ! ସହପାଠୀ ଓ ହଷ୍ଟେଲ ୱାର୍ଡେନଙ୍କ ରାଗିଂ ଅସହ୍ୟ ହେବାରୁ କଲେ ଆତ୍ମହତ୍ୟା

    May 20, 2022
    Quick Links
    • Home
    • About us
    • Contact Us
    © 2022 - Newslaxmi7. All Rights Reserved.
    • Home
    • About us
    • Contact Us

    Type above and press Enter to search. Press Esc to cancel.