ରାଜ୍ୟ ରାଶିଫଳ

ଅଗଷ୍ଟ ୨୬ ତାରିଖ, ଶୁକ୍ରବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ:~ ବହୁତ ଦିନରୁ ଚିନ୍ତା କରିପାରି ନ ଥିବା କାମଟିକୁହଠାତ୍ ଆରମ୍ଭ କରିବା ସକାଶେ ମନ ବଳାଇବେ। ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ଇଚ୍ଚ ଆଶା ଫଳବତୀ ହୋଇପାରେ ବିପଦରେ ବିଜୟୀ ହେବେ।

ଶୁଭ ରଙ୍ଗ:~ ପିଙ୍କ୍, ଶୁଭ ଅଙ୍କ:~ ୨

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ସୁଖ ଅନୁଭବ କରିବେ।

ବୃଷ:~ ଆଜି ଯେଉଁ କାମରେ ଯାତ୍ରା କରୁଛନ୍ତି ସେଥିରେ କିଛି ଅସୁବିଧା ହେବ ନାହିଁ। ନବବସ୍ତ୍ର ପରିଧାନ କରି ଖୁସି ହେବେ। ଆପଣଙ୍କ ଅନୁରୋଧ ଶୁଭଦାୟକ ହେବ। ବିଭିନ୍ନ ଦିଗରୁ ଧନାଗମ ହେବ।

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୯

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍।

ଚାଷୀ- ଶ୍ରମ ସାର୍ଥକ ହେବ।

ମିଥୁନ:~ ଆକସ୍ମିକ ଭାବରେ ବନ୍ଧୁଙ୍କ ମନୋଭାବ ବଦଳିଯିବା କାରଣରୁ ପରିସ୍ଥିତି ମଧ୍ୟ ବଦଳି ଯାଇପାରେ। କାର୍ଯ୍ୟକ୍ରମ ସପକ୍ଷରେ ଥିବାରୁ ସୁଖ ଅନୁରକ୍ତ କରିବେ। କ୍ଷମତାଶୀଳ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ସୌଭାଗ୍ୟ ଉଦୟ ହୋଇଛି।

ଶୁଭ ରଙ୍ଗ:~ ବ୍ରାଉନ୍‌, ଶୁଭ ଅଙ୍କ:~ ୪

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ସୁଖଭାରା ଦିନଟି।

କର୍କଟ:~ ଅଭାବ ନ ଥିଲେ ମଧ୍ୟ କେତେକ ଘଟଣା କୃତ୍ତିକାର ମନକୁଅଶାନ୍ତ ରଖିବ। ପଥ ହୁଡି ପାରନ୍ତି। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ଉତ୍ତମ ମିତ୍ରଙ୍କ ସାନ୍ନିଧ୍ୟ ପାଇ ବିଶେଷ ଉପକୃତ ହେବେ।

ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~ ୧

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ।

ବ୍ୟବସାୟୀ- ବିଜୟୀ ହେବେ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ।

ସିଂହ:~ ଅପ୍ରିୟ ସତ୍ୟ କହିବାରୁ ନିଜ ଲୋକେ ଦୂରେଇ ଯାଉଥିବାର ଲକ୍ଷ୍ୟ କରିବେ। ମନ ଉଦ୍ୱିଘ୍ନ ରହିପାରେ। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ବ୍ୟୟଧିକ ହୋଇପାରେ। କୀର୍ତ୍ତିମାନ୍ ହେବେ। ବ୍ୟବସାୟ ଲାଭଜନକ ହେବ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୫

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ଅର୍ଥ ହାନୀ ହେବ।

ଗୃହିଣୀ- ସୁଖ ଅନୁଭବ କରିବେ।

କନ୍ୟା:~ ଆର୍ଥିକ ସମସ୍ୟା ଦୂରେଇବାରେ ଜଣେ ବନ୍ଧୁ ସାହାଯ୍ୟ କରିପାରନ୍ତି। ବନ୍ଧୁ ମେଳରେ ଆନନ୍ଦ ଅନୁଭବ କରିପାରନ୍ତି। ପରିଶ୍ରମ ମୂଲ୍ୟ ମିଳିବ। ପ୍ରଭୂତ ବିଦ୍ୟା ପ୍ରାପ୍ତିର ସୂଚନା ମିଳୁଛି।ଯଶସ୍ୱୀ ହେବେ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୮

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ।

ତୁଳା:~ ପରିସ୍ଥିତିକୁ ଯେତିକି ଜଟିଳ ମନେକରୁଛନ୍ତି ସେପରି କିଛି ହେବନି। ସଭାସମିତି, ସଂଗଠନ, ରାଜନୀତି, ପ୍ରଶାସନ, ଆଲୋଚନା କ୍ଷେତ୍ରରୁ ପ୍ରଶଂସିତ ହେବେ। କାର୍ଯ୍ୟରେ ଆଗକୁ ବଢିପାରନ୍ତି। ଜନସେବାରେ ନିଜକୁ ନିୟୋଜିତ କରିବେ। ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି।

ଶୁଭ ରଙ୍ଗ:~ ଗ୍ରୀନ୍, ଶୁଭ ଅଙ୍କ:~ ୨

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ।

ବିଛା:~ ନିଜ ରାଶିରେ ଶତ୍ରୁଭାବଧିପତି ମଙ୍ଗଳ ରହିଥିବା ହେତୁ କାମ ହାସଲରେ ନିଜ ଲୋକ ପ୍ରତିବନ୍ଧକ ସୃଷ୍ଟି କରିବେ। କାର୍ଯ୍ୟରେ ଢେର ଉନ୍ନତି ଘଟିବ। ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିବେ। ଶତ୍ରୁଭାବ ବୃଦ୍ଧି ହେଲେ ବି କିଛି ଅନିଷ୍ଠ ହେବ ନାହିଁ।

ଶୁଭ ରଙ୍ଗ:~ କଫି, ଶୁଭ ଅଙ୍କ:~ ୪

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ।

ଧନୁ:~ ଜଣେ ବନ୍ଧୁଙ୍କ ଠାରୁ ହାତ ଉଧାରି ଟଙ୍କା ଆଣିବାକୁ ପଡିପାରେ। ସୁମିତ୍ର ଲାଭର ସୁଯୋଗ ସୃଷ୍ଟି ହୋଇଛି। ଜିତେନ୍ଦ୍ରିୟ ହେବେ। ପୁତ୍ର ପୌତ୍ରର ଅଧିକାରୀ ହୋଇପାରନ୍ତି।

ଶୁଭ ରଙ୍ଗ:~ ବ୍ରାଉନ୍, ଶୁଭ ଅଙ୍କ:~ ୮

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ଔଷଧ ଖାଆନ୍ତୁ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ।

କର୍ମଜୀବି- ପ୍ରଶଂସିତ ହେବେ।

ବ୍ୟବସାୟୀ- ଅର୍ଥ ହାନୀ ହେବ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।

ମକର:~ ସୁଯୋଗର ସଦ୍ ବ୍ୟବହାର କରିବା କାଠିକର ପାଠ ହୋଇପାରେ। ମାନସିକ ସ୍ତରରେ ଉଦ୍‌ବେଗ ଜାତ ହୋଇପାରେ। କୌଣସି ଏକ ନିର୍ଦ୍ଧିଷ୍ଟ କାରଣରୁ କ୍ରୋଧିତ ହୋଇପାରନ୍ତି। ସାମର୍ଥ୍ୟର ପରିଶ୍ରମ କରି ଆଗକୁ ବଢିବେ।

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୩

ଗୃହିଣୀ- ଧାର୍ମିକ ହେବେ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ।

କୁମ୍ଭ:~ ପୁନର୍ବସୁ ନକ୍ଷତ୍ର ଛୋଟ ଘଟଣାକୁ ଗୁରୁତର ମନେ କରି ଭାବପ୍ରବଣ ହୋଇପାରନ୍ତି। ବାଦ-ବିବାଦୀୟ ଘଟଣାରେ ବିଜୟୀ ହେବେ। ଇଚ୍ଛା ନ ଥିଲେ ବି ପର ଚର୍ଚ୍ଚା ଶୁଣିପାରନ୍ତି। କୃଷି ଲାଭ ମିଳିପାରେ। ବିଳାସ-ବ୍ୟସନ କରିପାରନ୍ତି।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୯

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ।

ବ୍ୟବସାୟୀ- ଅର୍ଥ ଲାଭ ହେବ।

ଗୃହିଣୀ- ସୁଖ ଅନୁଭବ କରିବେ।

ମୀନ:~ ଆଜିର ଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତିଙ୍କ ଠାରୁ ଦୂରେଇ ହେିବା ଭଲ। ଏକ ନିଦ୍ଧିଷ୍ଟ କାର୍ଯ୍ୟ ପାଇଁ ଆଶାବାଦୀ ହେବେ। ନିଜକୁ କଳହମୁକ୍ତ ରଖି ପାରିଲେ ଲୋକମାନଙ୍କର ବିଶ୍ୱାସ ଭାଜନ ହେବେ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୭

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ।

କର୍ମଜୀବି- ସହଯୋଗ ମିଳିବ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।