ମେଷ–ଆଜି ଜହ୍ନମାମୁଁ ଭଳି ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତି ବିଶେଷଙ୍କ ମାଧ୍ୟମରେ ଆଦର ଓ ସମ୍ମାନ ପାଇବେ । ପାରିବାରିକ କ୍ଷେତ୍ରରେ, ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ଶୁଭରଙ୍ଗ କଫି । ଶୁଭ ଅଙ୍କ ୮ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• ଗୃହିଣୀ- ସ୍ୱାଭିମାନୀ ହେବେ ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
ବୃଷ–ଆକସ୍ମିକ ଖର୍ଚ୍ଚ ସହ ବାରମ୍ବାର ସ୍ଥାନାନ୍ତର ଓ ଅନ୍ୟମାନଙ୍କ ସମସ୍ୟା ଭିତରେ ନିଜକୁ ସାମିଲ କରିବାକୁ ବାଧ୍ୟ ହୋଇପାରନ୍ତି । ମାନସିକ ସନ୍ତୁଳନ ରକ୍ଷା କରିବାରେ ଅସମର୍ଥ ପୂର୍ବକ ବ୍ୟସ୍ତତା ବୃଦ୍ଧି ପାଇବ । ଶୁଭରଙ୍ଗ ଲାଲ । ଶୁଭ ଅଙ୍କ ୨ ।
• ଚାଷୀ-ଜଳବାୟୁ ପ୍ରତିସତର୍କ ରୁହନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ବିଜ୍ଞହେବେ ।
• କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
ମିଥୁନ – ଆଶାନୁଯାୟୀ ଅର୍ତ ପ୍ରାପ୍ତି ଅବଶ୍ୟ ଘଟିବ କିନ୍ତୁ ପିଲାମାନଙ୍କ ସକାଶେ କିମ୍ବା ଶିକ୍ଷା କ୍ଷେତ୍ର ପାଇଁ ଅଥବା ଜମିଜମା, ଚୁକ୍ତିପତ୍ର କ୍ଷେତ୍ରରେ ବ୍ୟୟ କରିବାର ମଧ୍ୟ ସୂଚନା ରହିଛି । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୪ ।
• ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି-କାର୍ଯ୍ୟତତ୍ପର ରହିବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
• ଗୃହିଣୀ- ପରକୁ ଆପଣାର କରିବେ ।
କର୍କଟ–ଆଜି ଆପଣଙ୍କ ସ୍ୱାସ୍ଥ୍ୟରେ ଉନ୍ନତି, କାର୍ଯ୍ୟସିଦ୍ଧି, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଲାଭାନ୍ୱିତ ହେବେ । ଜମିଜମା ବିବାଦ, ପଦୋନ୍ନତି, ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ପ୍ରଭୃତି ସୁଫଳ ପାଇବେ । ଶୁଭରଙ୍ଗ କଫି । ଶୁଭ ଅଙ୍କ ୬ ।
• ଚାଷୀ-କୌଣସି ସମସ୍ୟା ଥିଲେ, କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ-ସଫଳତା ମିଳିବ ।
• ଗୃହିଣୀ-ସୁଖୀ ହେବେ ।
ସିଂହ –ଆକସ୍ମିକ ଅନିତୁ ଦୂରକୁ ଯାତ୍ରା, ପଡୋଶିନୀଙ୍କ ସହ ମତାନ୍ତର, ଆନୁଷ୍ଠାନିକ କାର୍ଯ୍ୟରେ ପ୍ରେରଣା ପାଇବେ । ଉଦ୍ୟମର ସଫଳତା ପ୍ରାପ୍ତି ଦିଗରେ ଜଣେ ଗୌରବର୍ଣ୍ଣ ବ୍ୟକ୍ତି ସାହାର୍ଯ୍ୟ କରିବେ । ଶୁଭରଙ୍ଗ ଲାଲ । ଶୁଭ ଅଙ୍କ ୧ ।
• ଚାଷୀ-ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ମନରେ ଗର୍ବଭାବ ଆସିବ ।
• କର୍ମଜୀବି- ସମ୍ମାନ ପାଇବେ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• ଗୃହିଣୀ- ମିତ୍ରସୁଖ ପାଇବେ ।
କନ୍ୟା –ଆତ୍ମୀୟମାନଙ୍କ ସହ ମନାନ୍ତର କିମ୍ବା କଳହ ବ୍ୟତୀତ ଅନ୍ୟ ପ୍ରତ୍ୟେକ ଦିଗରୁ ଦିନଟି ସୁନ୍ଦର ଭାବରେ ଅତିବାହିତ ହେବ । ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହୋଇପାରନ୍ତି । ଶୁଭରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତିବଢାଇ ଥାଏ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ପରକୁ ଆପଣାର କରିବେ ।
ତୁଳା–ଆଜି ଅବୁଝା ସନ୍ତାନ, ଅନାଦର ଆମନ୍ତ୍ରଣ, ଅଯଥା ତର୍କଜନିତ ବ୍ୟସ୍ତତା ବୃଦ୍ଧି ପାଇବ । କିନ୍ତୁ ମଙ୍ଗଳଙ୍କସୁପ୍ରଭାବରୁ ଆର୍ଥିକ ଉନ୍ନତି ହେବ ।ସଭାସମିତି କ୍ଷେତ୍ର ଉତ୍ତମ ରହିବ । ଶୁଭରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
• ଚାଷୀ-କୌଣସି ସମସ୍ୟା ଥିଲେ, କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରୁ ମୁକ୍ତହେବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ବ୍ୟବସାୟୀ- ପ୍ରଚୁରଲାଭ ହେବ ।
• ଗୃହିଣୀ-ଧାର୍ମିକ ହେବେ ।
ବିଛା–ସ୍ୱାସ୍ଥ୍ୟ ସମସ୍ୟା ସ୍ଥିର ରହିବ । ଈର୍ଷା କରୁଥିବା ଲୋକମାନଙ୍କର ପରୋକ୍ଷ ଚୁପ୍ଚାପ୍ କଥା ମନରେ ଅସ୍ଥିରତା ସୃଷ୍ଟି କରିପାରେ । ରାହୁଙ୍କ ଦୋଷରୁ କର୍ମକ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୬ ।
• ଚାଷୀ-ଉତ୍ତମବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସଦ୍ବ୍ୟବହାରକରନ୍ତୁ ।
• ଗୃହିଣୀ- ସଦିଚ୍ଛାଭାବ ରହିବ ।
ଧନୁ –କର୍ମକ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ ମନୋବୃତ୍ତି ପୋଷଣ କରି ସମସ୍ୟା ସୃଷ୍ଟି କରିପାରନ୍ତି । ପୈତୃକ ସମ୍ପତ୍ତିକୁ କେନ୍ଦ୍ର କରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୯ ।
• ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି-ପ୍ରମୋସନ୍ ମିଳିବ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
ମକର– ଆଜିଘରେ ଯେମିତି ବାହାରେ ମଧ୍ୟ ସେମିତି ସବୁଠି ଆଦର ଓ ସମ୍ମାନ, ପ୍ରଶଂସା ମଧ୍ୟରେ ମନ ଖୁସି ହୋଇଯିବ । ଅନ୍ୟ ଦ୍ୱାରା ଧନ ହାନିର ସୂଚନା ପ୍ରତି ସତର୍କ ରହିବା ଭଲ । ଶୁଭରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
• ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
କୁମ୍ଭ -ଆଲୋଚନା ପରିସରରେ କିମ୍ବା ସଭା ସମିତିରେ ନିଜର କିଛି ମତମନ୍ତବ୍ୟକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ଭ୍ରମଣ, ବନ୍ଧୁମିଳନରୁ ମନ ଖୁସିରହିବ । ଶୁଭରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ବଡଲୋକଙ୍କ କଥା ଶୁଣିବେ ନାହିଁ ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତରହିବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ମୀନ – ଅଭାବ ନ ଥିଲେ କ’ଣ ହେଲା ହାତଖାଲି ରହିବା ଫଳରେ କିଣିବାକୁ ଇଚ୍ଛା ଥିଲେ ମଧ୍ୟ କିଣି ପାରିବେ ନାହିଁ । ପରିସ୍ଥିତି ବଶତଃ ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡିପାରେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୧ ।
• ଚାଷୀ-ଚାଷକାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ସମ୍ମାନ ପାଇବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
Subscribe to Updates
Get the latest creative news from FooBar about art, design and business.
Trending
- ପ୍ରକାଶ ପାଇଲା ୟୁପିଏସସି ଆଇଏଏସ୍ ପରୀକ୍ଷା ୨୦୨୩ ଫଳ: ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର, ଓଡ଼ିଶାର ଅନିମେଶ ପ୍ରଧାନ ଦ୍ବିତୀୟ ସ୍ଥାନରେ
- ରାସ୍ତା ପାର୍ଶ୍ଵରେ ଛିଡ଼ା ହୋଇଥିବା ବେଳେ ଚଢ଼ିଗଲା ଟ୍ରକ: ୨ ମୃତ, ଜଣେ ଗୁରୁତର
- ସିଡ୍ନୀ ଚର୍ଚ୍ଚରେ ଛୁରାମାଡ଼, ବିଶପ ଆହତ
- ଇରାନକୁ ଉଚିତ ସମୟରେ ଜବାବ ଦିଆଯିବ: ଇସ୍ରାଏଲ
- ପ୍ରଧାନ ବିଚାରପତିଙ୍କୁ ୨୧ ପୂର୍ବ ବିଚାରପତିଙ୍କ ଚିଠି
- ୨୨ ବର୍ଷରେ ଭାରତରେ ୨୩ ଲକ୍ଷ ହେକ୍ଟର ଜଙ୍ଗଲ ଧ୍ବଂସ
- କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ବସ୍ତି: ଆଗୁଆ ଶୁଣାଣି ପାଇଁ ମନାକଲେ
- ନିର୍ବାଚନୀ ବଣ୍ଡ୍ ରଦ୍ଦ: ‘ଦିନେ ସମସ୍ତେ ଅନୁତାପ କରିବେ’
Friday, April 19
ଅଗଷ୍ଟ ୨୮ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ
argus barungandhi breaking news interview kanak news kholakatha latest news latest orissa news latest update news fues news in odia news today news7 odia news odianews odisha famous people odisha latest odisha latest news odisha political news odisha9 odishakhabar orissa latest orissa political news otv otv live political update politices politics in odisha rahulgandhi soniagandhi speech today news