ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ଅଧା ରହିଗଲା ଶେଷ ଇଚ୍ଛା, ବାପାଙ୍କ ଅସ୍ଥି ଦର୍ଶନ ପାଇଁ ଘରକୁ ଫେରୁଥିବାବେଳେ ଦୁର୍ଘଟଣାରେ ଚାଲିଗଲା ପୁଅର ଜୀବନ

ନୂଆପଡା ୦୭/୦୫: ମୃତ୍ୟୁ ଆସେ ଏମିତି । ବାପାଙ୍କ ଅସ୍ଥି ଦର୍ଶନ ପାଇଁ ଘରକୁ ଫେରୁଥିବା ବେଳେ ଦୁର୍ଘଟଣାରେ ଚାଲିଯାଇଛି ପୁଅର ଜୀବନ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କୋମନା ଥାନା ଅନ୍ତର୍ଗତ ଟିକାପଡା ଗ୍ରାମରେ । ମୃତକ ଜଣଙ୍କ ଅମରେଶ ଦଣ୍ଡସୋନ ବୋଲି ଜଣାପଡିଛି । ତେବେ ତାଙ୍କ ମୃତ୍ୟୁ ପରେ ଗାଁରେ ଶୋକାକୂଳ ପରିବେଶ ଦେଖିବାକୁ ମିଳିଛି ।

ନୂଆପଡ଼ା ଜିଲ୍ଲାର ରାଜପଥ ୩୫୩ ନମ୍ବର ଘଟିପଡାରେ ଘଟିଥିଲା ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିପଡିଥିଲା ବାଇକ । ଫଳରେ ବାଇକରେ ଯାଉଥିବା ଅମରେଶ ଦଣ୍ଡସୋନଙ୍କ ମୃତ୍ୟୁ ହୋଇଥିଲା । ବାପାଙ୍କ ଅସ୍ଥି ଦର୍ଶନ ପାଇଁ ଘରକୁ ଫେରୁଥିଲେ ଅମରେଶ । ଦର୍ଶନ ପରେ ବିସର୍ଜନ ପାଇଁ ଗଙ୍ଗା ନେଇ ଯାଇ ଥାଆନ୍ତେ ଅସ୍ଥି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।