ରାଜ୍ୟ

ଅନୁଭବ-ବର୍ଷାଙ୍କ ୧୦ ବର୍ଷର ସମ୍ପର୍କରେ ପୂର୍ଣ୍ଣଚ୍ଛେଦ: ଛାଡ଼ପତ୍ର ନେଇ ସୂଚନା ଦେଲେ ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତି

କଟକ: ଅବଶେଷରେ ଓଲିଉଡର ‌ସେଲିବ୍ରିଟି ଯୋଡ଼ି ଅନୁଭବ-ବର୍ଷାଙ୍କ ୧୦ ବର୍ଷର ସମ୍ପର୍କରେ ପଡ଼ିଛି ପୂର୍ଣ୍ଣଚ୍ଛେଦ। ଅଭିନେତା ତଥା କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ହୋଇଛି ଛାଡ଼ପତ୍ର। ଏନେଇ ‘ଏକ୍ସ’ରେ ନିଜ ବିବାହ ବିଚ୍ଛେଦ ସଂପର୍କରେ ସୂଚନା ଦେଇଛନ୍ତି ନିଚେ ଅନୁଭବ ମହାନ୍ତି। ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ଠାରୁ ଛାଡ଼ପତ୍ର ପାଇଁ କୋର୍ଟଙ୍କ ମଂଜୁରୀ ମିଳିଛି।

https://platform.twitter.com/embed/Tweet.html?dnt=false&embedId=twitter-widget-0&features=eyJ0ZndfdGltZWxpbmVfbGlzdCI6eyJidWNrZXQiOltdLCJ2ZXJzaW9uIjpudWxsfSwidGZ3X2ZvbGxvd2VyX2NvdW50X3N1bnNldCI6eyJidWNrZXQiOnRydWUsInZlcnNpb24iOm51bGx9LCJ0ZndfdHdlZXRfZWRpdF9iYWNrZW5kIjp7ImJ1Y2tldCI6Im9uIiwidmVyc2lvbiI6bnVsbH0sInRmd19yZWZzcmNfc2Vzc2lvbiI6eyJidWNrZXQiOiJvbiIsInZlcnNpb24iOm51bGx9LCJ0ZndfZm9zbnJfc29mdF9pbnRlcnZlbnRpb25zX2VuYWJsZWQiOnsiYnVja2V0Ijoib24iLCJ2ZXJzaW9uIjpudWxsfSwidGZ3X21peGVkX21lZGlhXzE1ODk3Ijp7ImJ1Y2tldCI6InRyZWF0bWVudCIsInZlcnNpb24iOm51bGx9LCJ0ZndfZXhwZXJpbWVudHNfY29va2llX2V4cGlyYXRpb24iOnsiYnVja2V0IjoxMjA5NjAwLCJ2ZXJzaW9uIjpudWxsfSwidGZ3X3Nob3dfYmlyZHdhdGNoX3Bpdm90c19lbmFibGVkIjp7ImJ1Y2tldCI6Im9uIiwidmVyc2lvbiI6bnVsbH0sInRmd19kdXBsaWNhdGVfc2NyaWJlc190b19zZXR0aW5ncyI6eyJidWNrZXQiOiJvbiIsInZlcnNpb24iOm51bGx9LCJ0ZndfdXNlX3Byb2ZpbGVfaW1hZ2Vfc2hhcGVfZW5hYmxlZCI6eyJidWNrZXQiOiJvbiIsInZlcnNpb24iOm51bGx9LCJ0ZndfdmlkZW9faGxzX2R5bmFtaWNfbWFuaWZlc3RzXzE1MDgyIjp7ImJ1Y2tldCI6InRydWVfYml0cmF0ZSIsInZlcnNpb24iOm51bGx9LCJ0ZndfbGVnYWN5X3RpbWVsaW5lX3N1bnNldCI6eyJidWNrZXQiOnRydWUsInZlcnNpb24iOm51bGx9LCJ0ZndfdHdlZXRfZWRpdF9mcm9udGVuZCI6eyJidWNrZXQiOiJvbiIsInZlcnNpb24iOm51bGx9fQ%3D%3D&frame=false&hideCard=false&hideThread=false&id=1755297559223111899&lang=en&origin=https%3A%2F%2Fsambad.in%2Fstate%2Fdivorce-of-barsa-and-anubhav-mohanty-1120664%2F&sessionId=8795b61f7b7b5bced4f5b63f56d7501981b2d549&theme=light&widgetsVersion=2615f7e52b7e0%3A1702314776716&width=550px

ଏ ସମ୍ପର୍କରେ ନିଜେ ସାଂସଦ ଅନୁଭବ ମହାନ୍ତି ତାଙ୍କ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି । ଏହି ଲଢେଇରେ ଯେଉଁମାନେ ତାଙ୍କ ସହ ଏବଂ ତାଙ୍କ ପରିବାର ସହ ଥିଲେ ସେମାନଙ୍କୁ କୃତଜ୍ଞତା ଜଣାଇଉଛି। ମିଛ ବିବାହର ଯନ୍ତ୍ରଣାରୁ ତାଙ୍କୁ ମୁକ୍ତି ମିଳିଛି। ତଥାପି ବର୍ଷାଙ୍କ ଖୁସି ପାଇଁ ସେ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛି। ୧୦ ବର୍ଷ ବିବାହ ବାର୍ଷିକୀ ପୂର୍ବରୁ କୋର୍ଟଙ୍କ ଏଭଳି ନିଷ୍ପତ୍ତି ଆସିଥିବାରୁ ସେ ସୋସିଆଲ ମିଡିଆରେ ସନ୍ତୋଷ ବ୍ୟକ୍ତ କରିଛନ୍ତି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।