ଅପରାଧ ରାଜ୍ୟ

ଅବକାରୀ ବିଭାଗର ଚଢ଼ାଉ,୧୩୫ ଗ୍ରାମ ଡ୍ରଗ୍ସ ଜବତ, ମହିଳା ଗିରଫ

ନୀଳଗିରି,୨୧/୧୧: ବାଲେଶ୍ଵର ଜିଲ୍ଲା ନୀଳଗିରି ଥାନା ଅଧିନ ରାଜନଗର ଅଞ୍ଚଳରେ ଚଢାଉ । ବାଲେଶ୍ଵର ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି ।

ଡ୍ରଗ୍ସ ବିକ୍ରି ଅଭିଯୋଗରେ ଜଣେ ମହିଳାଙ୍କୁ ଅଟକ ରଖାଯାଇ ଥିବା ସୁଚନା ମିଳିଛି । ତାଙ୍କ ପାଖରୁ ୧୩୫ ଗ୍ରାମ ଡ୍ରଗ୍ସ ଜବତ ହୋଇଥିବା ଜଣାପଡିଛି । ତେବେ ବାଲେଶ୍ଵର ଅବକାରୀ ବିଭାଗ ପାଖରେ ଡ୍ରଗ୍ସ ବିକ୍ରି ଖବର ଥିବାବେଳେ ନଳଗିରି ଅବକାରୀ ବିଭାର କିପରି ଜାଣି ପାରିଲା ନାହିଁ । ଏନେଇ ଅଧିକାରୀଙ୍କ କାର୍ଯ୍ୟ ଦକ୍ଷତା ଉପରେ ପ୍ରଶ୍ନ ଉଠିଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।