ଅପରାଧ ରାଜ୍ୟ

ଅବକାରୀ ବିଭାଗ ଚଢାଉ, ବିପୁଳ ପରିମାଣରେ ନକଲି ମଦ ଜବତ

ବ୍ରହ୍ମପୁର ୦୯/୦୯: ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ଓମ୍ ନଗରରେ ନକଲି ବିଦେଶୀ ମଦ ଜବତ । ବେଆଇନ୍ ମଦ ପ୍ରସ୍ତୁତ ୟୁନିଟ୍ ଉପରେ ଅବକାରୀ ବିଭାଗ ଚଢାଉ କରି ବିପୁଳ ପରିମାଣରେ ନକଲି ମଦ ଜବତ କରିଛି ।

ଗତ କିଛି ଦିନ ହେଲା ଏଠାରେ ଏଭଳି ମଦ ପ୍ରସ୍ତୁତ କରି ବ୍ୟବସାୟୀ ଚଲାଉ ଥିବା ବେଳେ ଅବକାରୀ ବିଭାଗ ଚଢାଉ କରିଛି । ଘଟଣାର ଅଧିକ ଖୋଳତାଡ କରୁଛି ଅବକାରୀ ବିଭାଗ । ସୂଚନା ଥାଉକି ଗତି କିଛିଦିନ ହେବ ବ୍ରହ୍ମପୁରରେ ବେଧଡକ ଚାଲିଛି ନକଲି କାରବାର । ବିଭିନ୍ନ ସ୍ଥାନରେ ଚଢାଉ କରି ନକଲି ସାମଗ୍ରୀ ଜବତ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।