ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ୱର ୦୪।୧୨ : ଅର୍ଚ୍ଚନା ନାଗ ଗିରଫ ମାମଲା । କୋର୍ଟଙ୍କ ନିର୍ଦ୍ଦେଶ ପରେ ଇଡିକୁ ତଥ୍ୟ ଦେଲା କମିଶନରେଟ୍ ପୋଲିସ । କମିଶନରେଟ ପୋଲିସ ତଥ୍ୟ ଦେବାରେ ଅବହେଳା କରୁଥିବା ଅଭିଯୋଗ କରି କୋର୍ଟରେ ଆବେଦନ କରିଥିଲା ଇଡି । କୋର୍ଟଙ୍କ କଡା ନିର୍ଦ୍ଦେଶ ପରେ ଇଡିକୁ ତଥ୍ୟ ହସ୍ତାନ୍ତର କରିଛି କମିଶନରେଟ ପୋଲିସ ।
ଖବର ଅନୁଯାୟୀ, ଅର୍ଚ୍ଚନାକୁ ଗିରଫ କରିବା ପରେ କମିଶନରେଟ ପୋଲିସ କାହାକୁ କାହାକୁ ପଚରାଉଚରା କରିଥିଲା , ଅର୍ଚ୍ଚନାଙ୍କ ଘରୁ କଣ ଜବତ ହୋଇଥିଲା, ସ୍ଥାବର ଅସ୍ଥାବର ସମ୍ପତ୍ତି କେତେ ପାଇଥିଲା । ଏସବୁର ତଥ୍ୟକୁ କମିଶନରେଟ ପୋଲିସ ଇ-ମେଲ ଦ୍ବାରା ଇଡିକୁ ଦେଇଛି । ସେପଟେ ସୋମବାର ଅର୍ଚ୍ଚନା ଓ ଜଗବନ୍ଧୁଙ୍କୁ କୋର୍ଟରେ ହାଜର ପାଇ ନିର୍ଦ୍ଦେଶ ଦିଆଯାଇଛି । ଅର୍ଚ୍ଚନା ଓ ଜଗବନ୍ଧୁ କୋର୍ଟରେ ହାଜର ପରେ ରିମାଣ୍ଡରେ ନେବାକୁ ଇଡି ଆବେଦନ କରିବ ବୋଲି ଜଣା ପଡିଛି ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l