ଅପରାଧ ରାଜ୍ୟ

ଅସହ୍ୟ ତାତି ସାଙ୍ଗକୁ କଲବଲ କରୁଛି ପାୱାରକଟ୍ : ଚିତ୍ରକୋଣ୍ଡା ଗୁଣ୍ଠାବେଡା ପଞ୍ଚାୟତରେ ବିଦ୍ୟୁତ୍ କାଟକୁ ନେଇ ଉତ୍ତେଜନା

ସହ୍ୟ ତାତି ସାଙ୍ଗକୁ କଲବଲ କରୁଛି ପାୱାରକଟ୍ । ବାରମ୍ବାର ବିଦ୍ୟୁତ୍ କାଟ ହେବାରୁ ଏହାକୁ ନେଇ ଲୋକଙ୍କ ଭିତରେ ଅସନ୍ତୋଷ ଦେଖିବାକୁ ମିଳିଛି । ଚିତ୍ରକୋଣ୍ଡା ବ୍ଲକର ଗୁଣ୍ଠାବେଡା ପଞ୍ଚାୟତରେ ବାରମ୍ବାର ଅଘୋଷିତ ବିଦ୍ୟୁତ୍ କାଟକୁ ନେଇ ଉତ୍ତେଜନା ଦେଖିବାକୁ ମିଳିଛି ।

ଚିତ୍ରକୋଣ୍ଡାରେ ଥିବା ଟିପିଏସଓଡିଏଲ ସବଷ୍ଟେସନ ଗେଟ୍ ଆଗରେ ଧାରଣାରେ ବସିଛନ୍ତି ଲୋକେ । ବାରମ୍ବାର ବିଦ୍ୟୁତ କାଟ ହେଉଥିବାରୁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଧାରଣା ଦେଇଛନ୍ତି ବିଦ୍ୟୁତ୍ ଉପଭୋକ୍ତା । ବିଦ୍ୟୁତ୍ କଟିବା ଯୋଗୁଁ ଚାଷ, ଉଠାଜଳଚେନ, ଓ ମୋଟରରେ ପାଣି ନଆସିବାରୁ ଲୋକେ ଖରାଦିନରେ ବହୁତ ହଇରାଣ ହେଉଥିବା ଅଭିଯୋଗ କରିଛନ୍ତି । ଏଥିସହ ଟଙ୍କା ଦେବା ପରେ ବି ବିଲ୍ କଟୁନଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।