ଦେଶ ବିଦେଶ ସ୍ୱାସ୍ଥ୍ୟ

ଆକ୍ରାନ୍ତ ରାଷ୍ଟ୍ରରୁ ଫେରିଥିବା ୨୪୬ ଜଣ ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଲୀ: ଓମିକ୍ରନ୍ ଆଶଙ୍କାକୁ ନେଇ ଆଇଏଲଏସ୍ ନିର୍ଦ୍ଦେଶକ ଅଜୟ ପରିଜା ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି । ନଭେମ୍ବର ୨୪ ତାରିଖରେ ଆକ୍ରାନ୍ତ ରାଷ୍ଟ୍ରରୁ ଫେରିଥିବା ୨୪୬ ଜଣ ପିଜିଟିଭ୍ ଚିହ୍ନଟ ହୋଇଛନ୍ତି । ସମସ୍ତଙ୍କ ନମୁନା ଜିନୋମ୍ ସିକ୍ୱେନ୍ସିଂ ପାଇଁ ଆଇଏଲଏସ୍ କୁ ଆସିଛି । ଏହାର ରିପୋର୍ଟ ଗୁରୁବାର କିମ୍ବା ଶୁକ୍ରବାର ଆସିବ ବୋଲି ସୂଚନା ଦେଇଛନ୍ତି ଆଇଏଲଏସ୍ ନିର୍ଦ୍ଦେଶକ । ଖାଲି ସେତିକି ନୁହେଁ ପୂର୍ବରୁ ଆସିଥିବା ୧୪୧ ନମୁନାର ଜିନୋମ୍ ସିକ୍ୱେନ୍ସିଂ ହୋଇଥିଲା । ଆଉ ସେଥିମଧ୍ୟରୁ କୌଣସି ବି ନମୁନା ଓମିକ୍ରନ୍ ଚିହ୍ନଟ ହୋଇନାହିଁ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ