ରାଜ୍ୟ

ଆଖିବୁଜିଲା ଅସୁସ୍ଥ ଦନ୍ତା, ଡାହାଣ ଗୋଡରେ ହୋଇଥିଲା ଗଭୀର କ୍ଷତ

ବଡ଼ବିଲ ୦୧।୧୨ : ପୁଣି ଏକ ଦନ୍ତାର ମୃତ୍ୟୁ । କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜ ଚମକପୁର ଜଙ୍ଗଲରେ ଆହତ ଦନ୍ତାହାତୀର ମୃତ୍ୟୁ ହୋଇଛି । ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ଖବର ଅନୁଯାୟୀ, କୌଣସି କାରଣରୁ ଦନ୍ତା ହାତୀଟି ଅସୁସ୍ଥ ହୋଇଥିଲା । ଏହାପରେ ଗତ ଗତ ଅକ୍ଟୋବର ୨୬ ତାରିଖରୁ ଦନ୍ତାର ଚିକିତ୍ସା ଚାଲିଥିଲା । ହାତୀର ଆଗପଟ ଡାହାଣ ଗୋଡ଼ରେ ଗଭୀର କ୍ଷତ ହୋଇଥିଲା । ତେବେ ଚିକିତ୍ସାଧୀନ ଅବସ୍ଥାରେ ଏବେ ଦନ୍ତାର ମୃତ୍ୟୁ ହୋଇଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।