କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍

ପୁରୀ ୨୭।୦୧: ଆଜିଠୁ ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ । ପୁରୀ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ କରାଯିବ। ପ୍ରତିଦିନ ୫୦ ସେବାୟତଙ୍କ ଆର୍ ଟିପିସିଆର୍ ପରୀକ୍ଷା କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଗ୍ରାଣ୍ଡରୋଡ୍ ର ଉତ୍କଳ ହୀନ୍ଦି ବିଦ୍ୟାପୀଠରେ ସେବାୟତମାନଙ୍କର କୋଭିଡ୍ ଟେଷ୍ଟ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଶ୍ରୀମନ୍ଦିର ସେବାୟତଙ୍କ କୋଭିଡ୍ ଟେଷ୍ଟ ଫେବୃଆରୀ ୨୭ ପର୍ଯ୍ୟନ୍ତ ଚାଲିବ। ପ୍ରଥମେ ସୁଆର ଓ ମହାସୁଆରଙ୍କ କୋଭିଡ୍ ଟେଷ୍ଟ କରାଯିବ। ଏହାପରେ ପର୍ଯ୍ୟାୟ କ୍ରମେ ଅନ୍ୟ ସେବାୟତଙ୍କ କୋଭିଡ୍ ଟେଷ୍ଟ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶ କରାଯାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,