ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଆଜି ଓଡ଼ିଶାରୁ ୬ କରୋନାରେ ମୃତ

ଭୁବନେଶ୍ୱର : ରାଜ୍ୟରେ ସଂପ୍ରତି କରୋନାର ସ୍ଥିତି ସ୍ଥିର ରହିଛି । ଫଳରେ ମୃତ୍ୟୁସଂଖ୍ୟା, ଆକ୍ଟିଭ କେସ, ଆଇସିୟୁ ସଂଖ୍ୟା, ହସ୍ପିଟାଲାଇଜେସନ ସଂଖ୍ୟା କମୁଛି । ଯାହାକି ରାଜ୍ୟ ପାଇଁ ଆଶ୍ୱସ୍ତିକର ବିଷୟ ବୋଲି ଡାକ୍ତରମାନେ ମତ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଦୈନିକ ସଂକ୍ରମଣ ଏକ ହଜାର ତଳକୁ ରହୁଥିବା ବେଳେ ଭୁବନେଶ୍ୱର ଓ କଟକରେ ସାମାନ୍ୟ ଅଧିକ ରହୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୨୫୫କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ ସଂକ୍ରମିତକଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ