ଧର୍ମ ରାଜ୍ୟ

ଆଜି ପବିତ୍ର ପଙ୍କୋଦ୍ଧାର ଏକାଦଶୀ, ଲୋକନାଥଙ୍କ ସ୍ୱତନ୍ତ୍ର ରୀତିନୀତି

ପୁରୀ ୨୭।୦୨ : ଆଜି ପବିତ୍ର ପଙ୍କୋଦ୍ଧାର ଏକାଦଶୀ। ଏହି ଅବସରରେ ପୁରୀର ଶ୍ରୀ ଶ୍ରୀ ଲୋକନାଥ ଦେବଙ୍କ ଗମ୍ଭୀରାରୁ ବର୍ଷ ତମାମ ସଞ୍ଚିତ ହୋଇ ରହିଥିବା ବେଲପତ୍ର, ପୁଷ୍ପ, ନୈବେଦ୍ୟ ଇତ୍ୟାଦିକୁ ପଙ୍କ ହିସାବରେ ପରମ୍ପରା ଅନୁସାରେ କଢ଼ାଯିବ।

ସେହିପରି ମହାପ୍ରଭୁ ଲୋକନାଥ ଦେବ ବର୍ଷ ତମାମ ପୁଷ୍ପ ନୈବେଦ୍ୟରେ ଲୁକାୟିତ ଥିବା ବେଳେ ଆଜିର ଦିନରେ ବିଶେଷ ଦର୍ଶନ ଦେଇଥାନ୍ତି । ତେବେ ମନ୍ଦିର ପରିଚାଳନା ଟ୍ରଷ୍ଟ ବୋର୍ଡ଼ ପକ୍ଷରୁ ଚୂଡାନ୍ତ ନୀତି ନିର୍ଘଣ୍ଟ ଅନୁସାରେ ଆଜି ରାତି ୨ଟାରେ ଦ୍ବାର ଫିଟା ସହ ପରେ ଅନ୍ୟାନ୍ୟ ନୀତି କାନ୍ତି ବଢିବା ପରେ ସକାଳ ୮ରୁ ପଙ୍କୋଦ୍ଧାର କରାଯିବ। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ