ଧର୍ମ ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଜି ବସିବ ଛତିଶା ନିଯୋଗ ବୈଠକ : ମହାପ୍ରଭୁଙ୍କ ଦୋଳ ପୂର୍ଣ୍ଣିମା ନୀତି ହେବ ନିର୍ଘଣ୍ଟ, ରବିବାର ମିଳିପାରେ ଜଗା ଦର୍ଶନ

ପୁରୀ ୧୨।୦୩ : ଶନିବାର ବସିବ ଛତିଶା ନିଯୋଗ ବୈଠକ । ଶ୍ରୀମନ୍ଦିରରେ ଦୋଳପୂର୍ଣ୍ଣିମା ନୀତି ନିର୍ଘଣ୍ଟ ନେଇ ଆଜିର ବୈଠକରେ ହେବ ଆଲୋଚନା । ଶନିବାର ସଂଧ୍ୟା ୫ଟାରେ ବସିବ ଏହି ବୈଠକ ।

ତେବେ ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବାକୁ ଥିବାବେଳେ ଏଥିରେ ଛତିଶା ନିଯୋଗର ସେବାୟତ ପ୍ରତିନିଧି ମାନେ ଯୋଗ ଦେବେ। ଏହି ବୈଠକରେ ଦୋଳପୂର୍ଣ୍ଣିମା ନୀତି ନିର୍ଘଣ୍ଟ ସହ ରବିବାର ସାଧାରଣ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଖୋଲିବ କି ନାହିଁ ସେନେଇ ଆଲୋଚନା କରାଯିବ। ସେହିପରି ଶ୍ରୀମନ୍ଦିର ନୀତି କାନ୍ତି ଓ ଶୃଙ୍ଖଳିତ ଦର୍ଶନ ପ୍ରସଙ୍ଗ ଉପରେ ଆଲୋଚନା ହେବାର ସୂଚନା ମିଳିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ