କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଆଜି ମହାପ୍ରଭୁଙ୍କ ବନକଲାଗି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ : ମାଘ କୃଷ୍ଣ ପକ୍ଷ ପଞ୍ଚମୀ ତିଥି (ବୁଧବାର)ରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ସିଂହାର ଅନୁଷ୍ଠିତ ହେବ। ତେଣୁ ଭକ୍ତମାନେ ଆପାତତଃ ଅପରାହ୍‌ଣ ୪ଟାରୁ ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ପାଇପାରିବେ ନାହିଁ। ଦତ୍ତ ମହାପାତ୍ର ସେବକଙ୍କ ଦ୍ବାରା ଏହି ଗୁପ୍ତ ନୀତି ସମ୍ପାଦନ କରାଯାଉଥିବା ବେଳେ ପ୍ରାୟ ୪ ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନ ମିଳିବ ନାହିଁ। ପ୍ରତିମାସରେ ଏହା ହାରାହାରି ୨ ଥର କରାଯାଉଥିବା ବ‌େଳେ ଦତ୍ତ ମହାପାତ୍ର ରତ୍ନ ସିଂହାସନରେ ଦାରୁ ଦେବତାଙ୍କ ମୁଖ ସିଂହାର କରିଥାଆନ୍ତି। ନୀତି ସମ୍ପାଦନ ସମୟରେ ମନ୍ଦିରର ସମସ୍ତ ଦ୍ବାର ବନ୍ଦ ରହୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ସୁବିଧା ମିଳେ ନାହିଁ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,