ଧର୍ମ ରାଜ୍ୟ

ଆଜି ମହାପ୍ରଭୁଙ୍କ ବନକଲାଗି: ଅପରାହ୍ଣ ୪ରୁ ବନ୍ଦ ରହିବ ଦର୍ଶନ

ପୁରୀ : ବୁଧବାର କାର୍ତ୍ତିକ କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀଜିଉଙ୍କ ଶ୍ରୀମୁଖ ସିଂହାର ହେବ। ଏହି ନୀତି ଅପରାହ୍ଣ ୪ଟାରୁ ଆରମ୍ଭ ହେବ। ପ୍ରାୟ ୩ ଘଣ୍ଟା ଧରି ଏହି ନୀତିକାନ୍ତି ଚାଲିବ। ଏହି ଦୃଷ୍ଟିରୁ ବୁଧବାର ଅପରାହ୍ଣ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଛି। ରାତି ପ୍ରାୟ ସାଢ଼େ ୭ଟାରୁ ୮ଟା ଭିତରେ ବନକଲାଗି ନୀତି ସରିବ। ଏହା ପରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ