କଳା ଓ ସଂସ୍କୃତି ରାଜ୍ୟ

ଆଜି ମହାପ୍ରଭୁଙ୍କ ବନକଲାଗି, ସନ୍ଧ୍ୟା ୫ରୁ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ଫାଲ୍‌ଗୁନ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ସନ୍ଧ୍ୟା ୫ଟାରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିରରେ ପ୍ରବେଶ କରିବେ। ଜୟ-ବିଜୟ ଦ୍ବାର ଓ ବେହରଣ ଦ୍ବାର ବନ୍ଦ ପରେ ରତ୍ନସିଂହାସନରେ ବିଜେ ଶ୍ରୀଜିଉଙ୍କୁ ଶ୍ରୀମୁଖ ସିଂହାର ନୀତି ଅନୁଷ୍ଠିତ ହେବ। ଏଣୁ ଆସନ୍ତାକାଲି(ବୁଧବାର) ସନ୍ଧ୍ୟା ୫ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି। ଏହା ପରେ ସମୟ ଥିଲେ ଦର୍ଶନ ହେବ, ନଚେତ୍‌ ପରଦିନ ସକାଳୁ ଦର୍ଶନ ଆରମ୍ଭ ହେବ ବୋଲି ମନ୍ଦିର ପ୍ରଶାସନ କହିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,