ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଆଜି ରାଜ୍ୟରୁ ୨୨୮ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର: ଆଜି ରାଜ୍ୟରୁ ୨୨୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ନୂଆ ସୁସ୍ଥଙ୍କୁ ମିଶାଇଲେ ରାଜ୍ୟରୁ ଏଯାବତ ୩୨୮୨୭୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଆଜି ସମ୍ବଲପୁରରୁ ସର୍ବାଧିକ ୩୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୩୪ଜଣ, ଅନୁଗୁଳରୁ ୨୮ଜଣ, ବରଗଡ଼ରୁ ୧୫ଜଣ, ଖୋର୍ଧାରୁ ୧୩ଜଣ, ପୁରୀରୁ ୧୩ଜଣ, ନୂଆପଡ଼ାରୁ ୧୦ଜଣ, ଯାଜପୁରରୁ ୯ଜଣ, ବାଲେଶ୍ବରରୁ ୮ଜଣ, କେନ୍ଦ୍ରାପଡ଼ାରୁ ୮ଜଣ, ଝାରସୁଗୁଡ଼ାରୁ ୭ଜଣ, ମୟୁରଭଞ୍ଜରୁ ୭ଜଣ,ବଲାଙ୍ଗୀରରୁ ୬ଜଣ, କୋରାପୁଟରୁ ୬ଜଣ, କଟକରୁ ୪ଜଣ, କେନ୍ଦୁଝରରୁ ୪ଜଣ, ବୌଦ୍ଧରୁ ୩ଜଣ, ଗଞ୍ଜାମରୁ ୩ଜଣ, ଜଗତସିଂହପୁରରୁ ୩ଜଣ, କନ୍ଧମାଳରୁ ୩ଜଣ, ଢ଼େଙ୍କାନାଳରୁ ୨ଜଣ, ସୁବର୍ଣ୍ଣପୁରରୁ ୨ଜଣ, ଭଦ୍ରକରୁ ଜଣେ, ନୟାଗଡ଼ରୁ ଜଣେ ଓ ଷ୍ଟେଟପୁଲରୁ ୩ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ