ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଆଜି ରାଜ୍ୟରେ ୨୧୪ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରେ ୨୧୪ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି। ଏମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨୬ ଓ ୮୮ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩୩ ଜଣ ଚିହ୍ନଟ ହୋଇଛନ୍ତି।

ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୪୬୦ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୬ ହଜାର ୩୩୭ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୧୧୫୧ ଆକ୍ରାନ୍ତ।

6. Boudh: 2
7. Cuttack: 20
8. Dhenkanal: 10
9. Ganjam: 4
10. Jagatsinghpur: 2
11. Jajpur: 5
12. Jharsuguda: 3
13. Kalahandi: 5
14. Kandhamal: 1
15. Kendrapada: 1
16. Khurda: 33
17. Koraput: 10
18. Mayurbhanj: 9
19. Nawarangpur: 1
20. Nuapada: 2
21. Puri: 5
22. Rayagada: 3

ଦିନକ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୧ ଜଣ, ବରଗଡ଼ରୁ ୧୩ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୨୦ଜଣ, ବୌଦ୍ଧରୁ ୨ଜଣ, କଟକରୁ ୨୦ ଜଣ, ଢେଙ୍କାନାଳରୁ ୧୦ ଜଣ, ଗଞ୍ଜାମରୁ ୪ଜଣ, ଜଗତସିଂହପୁରରୁ ୨, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ୫ ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ଜଣେ, ଖୋର୍ଦ୍ଧାରୁ ୩୩ ଜଣ, କୋରାପୁଟରୁ ୧୦ଜଣ, ମୟୂରଭଞ୍ଜରୁ ୯ ଜଣ, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ୨ଜଣ, ପୁରୀରୁ ୫ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ବଲପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୨୭ ଜଣ ଓ ଷ୍ଟେଟପୁଲରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ