ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଆଜି ରାଜ୍ୟରେ ୫୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୫୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୩୨୧ ଜଣ ଥିବା ବେଳେ ସ୍ଥାନୀୟ ସଂକ୍ରମିତ ଅଛନ୍ତି ୨୩୮ ଜଣ । ୭୧ ଜଣ ୧୮ ବର୍ଷରୁ କମ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୨୭୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୫୪, ବୌଦ୍ଧରୁ ୧୮ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟପୁଲରୁ ୬୮, ସମ୍ବଲପୁରରୁ ୧୬, ପୁରୀରୁ ୧୪, ଜଗତସିଂହପୁରରୁ ୧୪, ଯାଜପୁରରୁ ୧୪,ବାଲେଶ୍ୱରରୁ ୧୪ ଜଣ ଚିହ୍ନଟ ହୋଇଛନ୍ତି |

ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ରହିଛି ୧୦ ଲକ୍ଷ ୩୬ ହଜାର ୫୩୨ । ଏମାନଙ୍କ ମଧ୍ୟରୁ ୧୦ ଲକ୍ଷ ୨୩ ହଜାର ୩୯୮ ଜଣ ସୁସ୍ଥ ହୋଇଛନ୍ତି । ଏବେବି ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ରହିଛି ୪ ହଜାର ୭୮୫ । ସେହିପରି ୨୪ ଘଣ୍ଟାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ