ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଜି ସନ୍ଧ୍ୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ପୁରୀ: ଆଜି ସନ୍ଧ୍ୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଏହି ନୀତି ପାଇଁ ୪ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆଜି (ବୁଧବାର) ଫାଲଗୁନ-ଶୁକ୍ଳ ତୃତୀୟା ତିଥି, ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ରୁ ରାତ୍ର ଘ.୧୦.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।