ରାଜ୍ୟ ସ୍ପେଶାଲ ରିପୋର୍ଟ

ଆଜି ୯ ଜିଲ୍ଲାରେ ଘନ କୁହୁଡ଼ି, ୟେଲୋ ୱାର୍ଣ୍ଣିଂ ଜାରି

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଭୁବନେଶ୍ବର : ରବିବାର ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ଆଜି ମଧ୍ୟ ୯ ଜିଲ୍ଲାରେ ଏହା ଜାରି ରହିବ। ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଧା, କନ୍ଧମାଳ, ଗଞ୍ଜାମ, ଗଜପତି ଓ ପୁରୀ ଜିଲ୍ଲାରେ ରବିବାର ଦିନ ଘନ କୁହୁଡ଼ି ଦେଖାଯାଇଥିଲା। ଆଜି କଟକ, ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଧା, ଗଞ୍ଜାମ, ନୟାଗଡ଼ ଓ କନ୍ଧମାଳ ଆଦି ଜିଲ୍ଲାରେଘନ କୁହୁଡ଼ି ପଡ଼ିବା ସହ ଏହିସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହ ଏବେ ରାଜ୍ୟରେ ଶୀତ କମିଥିବା ବେଳେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ସେମିତି କୌଣସି ପରିବର୍ତ୍ତନର ସମ୍ଭାବନା ନାହିଁ। ଏଣୁ ଶୀତ ବଢ଼ିବାର ସମ୍ଭାବନା କ୍ଷୀଣ। ଆସନ୍ତାକାଲି ରାଜଧାନୀ ଓ ଏହାର ଆଖପାଖ ଅଞ୍ଚଳରେ ସକାଳୁ ସକାଳୁ ଘନ କୁହୁଡ଼ି ଦେଖିବାକୁ ମିଳିବ। ସର୍ବାଧିକ ଦିନ ତାପମାତ୍ରା ୩୧ ଡିଗ୍ରି ଓ ରାତି ତାପମାତ୍ରା ୧୯ ଡିଗ୍ରି ମଧ୍ୟରେ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।