ଅପରାଧ ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

ଆଦର୍ଶ ସ୍କୁଲରେ ତାଲା ପକାଇଲେ ଅଭିଭାବକ, ଶିକ୍ଷୟିତ୍ରୀଙ୍କ ବହିଷ୍କାର ଦାବି

ଢେଙ୍କାନାଳ ୧୮।୭: ଢେଙ୍କାନାଳ ଜିଲ୍ଲା ଓଦାପଡା ବ୍ଲକର ଓଡିଶା ଆଦର୍ଶ ସ୍କୁଲରେ ତାଲା ପକାଇ ଦେଇଛନ୍ତି ଅଭିଭାବକ । ସଦର ଥାନା ଅନ୍ତର୍ଗତ ଅଂକରାନ୍ତିପୁରଠାରେ ଅବସ୍ଥିତ ଏହି ଆଦର୍ଶ ସ୍କୁଲ ମୁଖ୍ୟ ଫାଟକରେ ତାଲା ପକାଇ ଅଭିଭାବକମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଏହି ସ୍କୁଲରେ ଅବସ୍ଥାପିତ ଜଣେ ବିଜ୍ଞାନ ଶିକ୍ଷୟିତ୍ରୀଙ୍କ ମାନମାନି ଓ ବ୍ୟବହାରରେ ଅଭିଭାବକମାନେ ଅତିଷ୍ଠ ହୋଇ ଏହି ପ୍ରତିବାଦ କରିଛନ୍ତି । ଯାହାକୁ ନେଇ ସ୍କୁଲରେ ଚାପା ଉତ୍ତେଜନା ପ୍ରକାଶ ପାଇଛି । ଏପରିକି ସ୍କୁଲର ଏହି ବିଜ୍ଞାନ ଶିକ୍ଷୟିତ୍ରୀଙ୍କ ବହିଷ୍କାର ଦାବି କରିଛନ୍ତି ଅଭିଭାବକ ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି