ଅପରାଧ ରାଜ୍ୟ

ଆଦିବାସୀ ମାନ୍ୟତା ଦାବିରେ ରେଳରୋକ,ଦାବି ପୂରଣ ଜିଦ୍‌ରେ ଅଡି ବସିଛି କୁଡୁମୀ ସେନା

କରଞ୍ଜିଆ୨୦/୦୯: ଆଦିବାସୀ ମାନ୍ୟତା ଦାବିରେ ରେଳରୋକ । କୁଡୁମୀ ଜାତିକୁ ପୁନଃ ଆଦିବାସୀ ମାନ୍ୟତା ଦାବି ସହ କୁଡୁମାଲି ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଛେଦରେ ସାମିଲ କରିବା ଓ ସାରନା ଧର୍ମର କୋଡ଼ ଲାଗୁ କରିବା ତିନି ଦଫା ଦାବି ନେଇ ରେଳରୋକ ।

ରାଇରଙ୍ଗପୁର ଅଂଳାଯୋଡି ରେଳ ଷ୍ଟେସନରେ ଓଡିଶା କୁଡୁମୀ ସେନା ନେତୃତ୍ୱରେ କୁଡୁମୀ ଜାତିର ବିଭିନ୍ନ ସଙ୍ଗଠନ ଦ୍ୱାରା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରେଳ ରୋକ କରାଯାଇଛି । ଦାବି ପୂରଣ ନହେବା ଯାଏଁ ଆନ୍ଦୋଳନ ଜାରି ରହିବ ବୋଲି କୁହାଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।