ଅପରାଧ ରାଜ୍ୟ

ଆମ୍ୱ ଗଛରୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଢେଙ୍କାନାଳ ୧୪/୦୬ : ଆମ୍ବ ଗଛରେ ବୃଦ୍ଧଙ୍କ ମୃତଦେହ। ଏକ ଆମ୍ବଗଛରେ ଝୁଲୁଛି ଏହି ମୃତଦେହ। ଢେଙ୍କାନାଲ ସହର ସିମିଳିଆରେଥିବା ଏକ ଆମ୍ବ ବଗିଚାରେ ଝୁଲନ୍ତା ଅବସ୍ଥାରେ ଏହି ମୃତଦେହ ଦେଖି ଲୋକମାନେ ପୋଲିସକୁ ଖବର ଦେଇଥିଲେ। ଟାଉନ ପୋଲିସ ପହଞ୍ଚି ମୃତଦେହ ଜବତ କରିଛି। ମୃତକଙ୍କ କୌଣସି ପରିଚୟ ମିଳିପାରିନାହିଁ। ମୃତ ବୃଦ୍ଧ ବ୍ୟକ୍ତିଙ୍କର ପ୍ରାୟ ୬୫ରୁ ୭୦ବର୍ଷ ହେବ ଓ ସେ ପ୍ୟାଣ୍ଟ ସାର୍ଟ ପିନ୍ଧିଛନ୍ତି। ଟାଉନ ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।