ଅପରାଧ ଦେଶ ବିଦେଶ

ଆର୍‌ଜେଡି ନେତାଙ୍କୁ ଗୁଳି କରି ହତ୍ୟା

ପାଟନା : ଗୁରୁବାର ବିଳମ୍ବିତ ରାତିରେ ବିହାରର ଗୋପାଳଗଞ୍ଜରେ ଆର୍‌ଜେଡିର ଜଣେ ଛାତ୍ର ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ବିରୋଧୀଦଳ ନେତା ତେଜସ୍ୱୀ ଯାଦବଙ୍କ ସହ ଘନିଷ୍ଠ ଛାତ୍ରନେତା ରାମ ଇକବାଲ ଯାଦବ ଏକ ବିବାହ ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିବାବେଳେ ଦୁର୍ବୃତ୍ତମାନେ ତାଙ୍କୁ ଆକ୍ରମଣ କରିଥିଲେ ବୋଲି ପୁଲିସ କହିଛି। ଏହି ଘଟଣା ପରେ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ତେଜସ୍ୱୀ ଯାଦବ ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ଛାତ୍ର ନେତାଙ୍କ ସମର୍ଥକମାନେ ବିକ୍ଷୋଭ ପ୍ରଦର୍ଶନ କରି ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରି ଗୋପାଳଗଞ୍ଜ-ପାଟନା ରାସ୍ତା ଅବରୋଧ କରିଥିଲେ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ