ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

ଆସନ୍ତା ଶିକ୍ଷାବର୍ଷରୁ ୪୦ଟି ହାଇସ୍କୁଲରେ ଖୋଲିବ ଏକାଦଶ ଶ୍ରେଣୀ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ଶିକ୍ଷାବର୍ଷରୁ ହାଇସ୍କୁଲରେ ଏକାଦଶ ପାଠପଢା ଆରମ୍ଭ ହେବ। ୨୦୨୩-୨୪ ଶିକ୍ଷାବର୍ଷରୁ ୪୦ଟି ଉଚ୍ଚ ବିଦ୍ୟାଳୟ ରେ ଏକାଦଶ ଖୋଲିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ସୂଚନା ଦେଇଛନ୍ତି ।
ସେ କହିଛନ୍ତି, ଏ ନେଇ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଚାଲିଛି। ସ୍ୱତନ୍ତ୍ର ଶିକ୍ଷକ ଏକାଦଶ ଶ୍ରେଣୀ ପାଇଁ ନିଯୁକ୍ତ ହେବେ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି