ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଆସନ୍ତା ୧୬ରୁ ଖୋଲିବ ସମସ୍ତ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: ଅଗଷ୍ଟ ୧୬ରୁ ଖୋଲିବ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ । ପୂର୍ବରୁ ବୈଷୟିକ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଖୋଲିବା ନେଇ ଅନୁମତି ଦିଆଯାଇଥିବା ବେଳେ ଏବେ ଅଣ ବୈଷୟିକ କଲେଜ ଓ ୟୁନିଭର୍ସିଟି ଖୋଲିବାକୁ ଅନୁମତି ଦିଆଯାଇଛି । ଏ ନେଇ ଟ୍ୱିଟ୍ ଯୋଗେ ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଟ୍ୱିଟ୍ ସୂଚନା ଅନୁଯାୟୀ, ଉଚ୍ଚଶିକ୍ଷା ବିଭାଗ ଅଧୀନସ୍ଥ ସମସ୍ତ ୟୁନିଭର୍ସିଟି ଓ କଲେଜ ଖୋଲାଯିବ । ଏବଂ ଅଫଲାଇନ୍‌ରେ କ୍ଳାସ୍ ହେବ । ପିଜି ପ୍ରଥମ ବର୍ଷ ୟୁଜି ପ୍ରି ଫାଇନାଲ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ହଷ୍ଟେଲ ମଧ୍ୟ ଖୋଲାଯିବ । ତେବେ ପୂର୍ବ ନିଷ୍ପତ୍ତି ଅନୁଯାୟୀ ପିଜି ଏବଂ ୟୁଜି ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଅନ୍‌ଲାଇନ୍ ମାଧ୍ୟମରେ ହେବ ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି