ଅପରାଧ ରାଜ୍ୟ

ଇଟାଭାଟିରେ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ସନ୍ଦେହ

ଯାଜପୁର ୦୭।୦୮: ଇଟାଭାଟିରେ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ। କ୍ଷତାକ୍ତ ଅବସ୍ଥାରେ ଶ୍ରମିକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଶ୍ରମିକ ଜଣଙ୍କ କୋହ୍ଲା ଗାଁର ମକର ଚନ୍ଦ୍ର ସାହାଣୀ। ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଆରୁହା ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି।

ସେପଟେ ଘଟଣାସଂପର୍କରେ ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ତେବେ ମକରଙ୍କର ମୃତ୍ୟୁ କେଉଁ ପରିସ୍ଥିତିରେ ହୋଇଛି । ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ତଦନ୍ତ ପରେ ତାହା ସ୍ପଷ୍ଟ ହେବ ବୋଲି ପୋଲିସ କହିଛି

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।