ରାଜ୍ୟ ସ୍ପେଶାଲ ରିପୋର୍ଟ

ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ

ଭୁବନେଶ୍ୱର ୩୦।୧୧ : ଇଡିରେ ପାଇଁ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ । ବୁଧବାର ହାଜର ହେବା ହେବା ପାଇଁ ଅବିନାଶଙ୍କୁ ସମନ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ସୁପ୍ରିମ ଅଟୋ ମୋବାଇଲର ମୁଖ୍ୟ ପରିଚାଳକ ହେଲେ ଅବିନାଶ ।

ସେପଟେ ନାଗ ଦମ୍ପତ୍ତିଙ୍କୁ ଜେରା କରିପାରେ ଇଡି । ଏନେଇ ଆଜି ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜରେ ପ୍ରଡକ୍ସନ ରିମାଣ୍ଡ ଉପରେ ଶୁଣାଣି ହେବ । ଅର୍ଚ୍ଚନା ଓ ଜଗବନ୍ଧୁଙ୍କୁ ପ୍ରଡକ୍ସନ ରିମାଣ୍ଡ ପାଇଁ କୋର୍ଟରେ ଆବେଦନ କରିଥିଲା ଇଡି ।

ସୂଚନାଯୋଗ୍ୟ ଯେ, ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗର କଳାସାମ୍ରାଜ୍ୟରେ ବ୍ୟବହୃତ କଳା ଟଙ୍କାର ଖିଅ ଖୋଜୁଛି ଇଡି । ଧୀରେ ଧୀରେ ଏହାସହିତ ଜଡିତ ସମସ୍ତ ଲୋକଙ୍କୁ ଡାକି ଜେରା କରିସାରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । କିଛି ଦିନ ତଳେ ଖଗେଶ୍ୱର, ଶ୍ରଦ୍ଧାଞ୍ଜଳୀ, ଫିଲ୍ମ ପ୍ରଯୋଜ ଅକ୍ଷୟ ପରିଜା, ଅର୍ଚ୍ଚନାଙ୍କ ଡ୍ରାଇଭର ଚନ୍ଦନ ଏବଂ ଫିଲ୍ମ ପ୍ରଯୋଜକ ପ୍ରମୋଦ ସ୍ୱାଇଁଙ୍କୁ ଜେରା କରିସାରିଛି ଇଡି । ଏହିକ୍ରମରେ ଆଗକୁ ଅଧିକ ତଥ୍ୟ ପାଇଁ ନାଗ ଦମ୍ପତ୍ତିଙ୍କୁ ଜେରା କରିପାରେ ଇଡି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।