କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ ସ୍ପେଶାଲ ରିପୋର୍ଟ

ଇସ୍କନ ମନ୍ଦିର ପରିଦର୍ଶନ କରିଲେ ରାଷ୍ଟ୍ରପତିଙ୍କ ଧର୍ମପତ୍ନୀ

ଭୁବନେଶ୍ବର: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଧର୍ମପତ୍ନୀ ସବିତା କୋବିନ୍ଦ ଭୁବନେଶ୍ବରରେ ଥିବା ଇସ୍କନ ମନ୍ଦିର ପରିଦର୍ଶନ କରିଛନ୍ତି। ସେ ସେଠାରେ ପୂର୍ବାହ୍ନ ୧୦.୧୦ରେ ପହଞ୍ଚିଥିଲେ । ଦୀର୍ଘ ୪୫ ମିନିଟ୍ ଧରି ମନ୍ଦିର ଭିତରେ ରହିଲେ ରାଷ୍ଟ୍ରପତିଙ୍କ ଧର୍ମପତ୍ନୀ। କିଛି ସମୟ ପାଇଁ ସାଧାରଣ ଭକ୍ତଙ୍କ ଦର୍ଶନ ଉପରେ କଟକଣା ଲଗାଯାଇଥିଲା। କୋଭିଡ ପାଇଁ ସାମାଜିକ ଦୂରତା ସହ ମାସ୍କ ପିନ୍ଧିବା ପାଇଁ କଡ଼ା ନିର୍ଦ୍ଦେଶ ଥିଲା। କଡ଼ା ସୁରକ୍ଷା ଭିତରେ ଦର୍ଶନ କରିବା ପରେ ରାଜଭବନ ଫେରି ଯାଇଥିଲେ ରାଷ୍ଟ୍ରପତିଙ୍କ ଧର୍ମପତ୍ନୀ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,