ଅପରାଧ ରାଜ୍ୟ

ଉଗ୍ରରୂପ ରୂପ ନେଲା ପାରିବାରିକ କଳହ, ଜୀବନ ହାରିଦେଲେ ଜିଲ୍ଲା ପରିଷଦ ସଭ୍ୟ

ଭୁବନେଶ୍ୱର ୨୪/୦୯ : ପାରିବାରିକ କଳହ ନେଲା ଜୀବନ । ଆତ୍ମହତ୍ୟା କରିଛନ୍ତି ଜିଲ୍ଲା ପରିଷଦ ସଭ୍ୟ । ଆତ୍ମହତ୍ୟା କରିଥିବା ଜିଲ୍ଲା ପରିଷଦ ସଭ୍ୟ ହେଉଛନ୍ତି ପୁରୀ ଜିଲ୍ଲା ଗୋପ ୧୧ ନଂ ଜୋନର ଧର୍ମେନ୍ଦ୍ର ସାହୁ । ଭୁବନେଶ୍ୱର ଶିଶୁପାଳଗଡ ଲକ୍ଷ୍ମୀବିହାରସ୍ଥିତ ସମ୍ପର୍କୀୟଙ୍କ ଘରୁ ମିଳିଛି ମୃତଦେହ । ତେବେ ପାରିବାରକ କଳହରୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।

ମୃତ୍ୟୁ ପୂର୍ବରୁ ସୋସିଆଲ ମିଡିଆରେ କରିଥିବା ପୋଷ୍ଟକୁ ନେଇ ଚର୍ଚ୍ଚା । “ମୋ ଫୋନ ଦୁଇଟାରେ ସବୁ ଭିଡିଓ ରହିଛି, ତାକୁ ଲୋକଲୋଚନକୁ ଆଣିବେ । ଏଭଳି କିଛି ଲେଖା ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି । ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କଲା ପୋଲିସ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।