ରାଜ୍ୟ

ଉତ୍କଳ ଦିବସ ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ୮୯ତମ  ଉତ୍କଳ ଦିବସ ଅବସରରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ବିଭାଗ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ପ୍ରଧାନ କହିଛନ୍ତି,  ଓଡ଼ିଶାର ସମସ୍ତ ଭାଇ ଭଉଣୀ ତଥା ବିଶ୍ୱର କୋଣ ଅନୁକୋଣରେ ବସବାସ କରୁଥିବା ପ୍ରତ୍ୟେକ ଓଡ଼ିଆଙ୍କୁ ‘ଉତ୍କଳ ଦିବସ’ର ହାର୍ଦ୍ଦିକ ଶୁଭକାମନା।

ADVERTISEMENT

Sambad Is Now On WhatsApp

Join And Get Latest News Updates Delivered To You Via WhatsAppJOIN NOW

https://platform.twitter.com/embed/Tweet.html?dnt=false&embedId=twitter-widget-0&features=eyJ0ZndfdGltZWxpbmVfbGlzdCI6eyJidWNrZXQiOltdLCJ2ZXJzaW9uIjpudWxsfSwidGZ3X2ZvbGxvd2VyX2NvdW50X3N1bnNldCI6eyJidWNrZXQiOnRydWUsInZlcnNpb24iOm51bGx9LCJ0ZndfdHdlZXRfZWRpdF9iYWNrZW5kIjp7ImJ1Y2tldCI6Im9uIiwidmVyc2lvbiI6bnVsbH0sInRmd19yZWZzcmNfc2Vzc2lvbiI6eyJidWNrZXQiOiJvbiIsInZlcnNpb24iOm51bGx9LCJ0ZndfZm9zbnJfc29mdF9pbnRlcnZlbnRpb25zX2VuYWJsZWQiOnsiYnVja2V0Ijoib24iLCJ2ZXJzaW9uIjpudWxsfSwidGZ3X21peGVkX21lZGlhXzE1ODk3Ijp7ImJ1Y2tldCI6InRyZWF0bWVudCIsInZlcnNpb24iOm51bGx9LCJ0ZndfZXhwZXJpbWVudHNfY29va2llX2V4cGlyYXRpb24iOnsiYnVja2V0IjoxMjA5NjAwLCJ2ZXJzaW9uIjpudWxsfSwidGZ3X3Nob3dfYmlyZHdhdGNoX3Bpdm90c19lbmFibGVkIjp7ImJ1Y2tldCI6Im9uIiwidmVyc2lvbiI6bnVsbH0sInRmd19kdXBsaWNhdGVfc2NyaWJlc190b19zZXR0aW5ncyI6eyJidWNrZXQiOiJvbiIsInZlcnNpb24iOm51bGx9LCJ0ZndfdXNlX3Byb2ZpbGVfaW1hZ2Vfc2hhcGVfZW5hYmxlZCI6eyJidWNrZXQiOiJvbiIsInZlcnNpb24iOm51bGx9LCJ0ZndfdmlkZW9faGxzX2R5bmFtaWNfbWFuaWZlc3RzXzE1MDgyIjp7ImJ1Y2tldCI6InRydWVfYml0cmF0ZSIsInZlcnNpb24iOm51bGx9LCJ0ZndfbGVnYWN5X3RpbWVsaW5lX3N1bnNldCI6eyJidWNrZXQiOnRydWUsInZlcnNpb24iOm51bGx9LCJ0ZndfdHdlZXRfZWRpdF9mcm9udGVuZCI6eyJidWNrZXQiOiJvbiIsInZlcnNpb24iOm51bGx9fQ%3D%3D&frame=false&hideCard=false&hideThread=false&id=1774603005113061754&lang=en&origin=https%3A%2F%2Fsambad.in%2Fstate%2Fminister-of-education-and-minister-of-skill-development-entrepreneurship-government-of-india-wishes-on-the-eve-of-utkal-divas-1138121%2F&sessionId=7a91ac055ff376f6a1fa253deaafcd0384fa6d0b&theme=light&widgetsVersion=2615f7e52b7e0%3A1702314776716&width=550px

ଆଜିର ଅବସରରେ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ମହାନ ସଂଗ୍ରାମୀଙ୍କୁ ପ୍ରଣାମ ଜଣାଉଛି। ଏହି ବିଶେଷ ଦିନ ଆମର ସଂସ୍କୃତି, ପରମ୍ପରା ଏବଂ ଐତିହ୍ୟକୁ ପାଳନ କରିବାର ମହାନ ଅବସର। ଆସନ୍ତୁ, ଆମେ ସମସ୍ତେ ଓଡ଼ିଶାର ଅସ୍ମିତା ଓ ସ୍ଵାଭିମାନକୁ ସୁରକ୍ଷିତ ରଖିବା ସହ ଆମ ସଂସ୍କୃତିକୁ ଆଗକୁ ନେବା ପାଇଁ ସଂକଳ୍ପ ନେବା ଏବଂ ବିକଶିତ ଓଡ଼ିଶା ଗଠନ ପାଇଁ ସାମୂହିକ ଉଦ୍ୟମ କରିବା ପାଇଁ ଶପଥ ନେବା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।