ରାଜ୍ୟ ସ୍ପେଶାଲ ରିପୋର୍ଟ

ଉପଖଣ୍ଡ ଜିଲ୍ଲା ମାନ୍ୟତା ଦାବି, ୧୨ ଘଣ୍ଟିଆ ଟିଟିଲାଗଡ ଓ ସଇଁତଳା ବନ୍ଦ

ଟିଟିଲାଗଡ ୨୪/୧୧: ଟିଟିଲାଗଡ ଓ ସଇଁତଳା ୧୨ ଘଣ୍ଟିଆ ବନ୍ଦ । ଟିଟିଲାଗଡ ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବିରେ ବନ୍ଦ ପାଳନ । ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ ।

ଟିଟିଲାଗଡ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଦିଆଯାଇଛି ବନ୍ଦ ଡାକରା । ବନ୍ଦ ପ୍ରଭାବରେ ଦୋକାନ ବଜାର, ଅଫିସ ଓ ଗାଡି ଚଳାଚଳ ବନ୍ଦ । ଜରୁରୀକାଳୀନ ସେବା ଜାରି । ସଇଁନ୍ତଳାକୁ ସବଡିଭିଜନ ଓ ସଇଁତଳା ବିଧାନସଭାର ପୁନଃ ଗଠନ ଦାବି ମଧ୍ୟ ଉଠିଛି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।