ଦେଶ ବିଦେଶ ମନୋରଞ୍ଜନ

ଏକାଠି ନଜର ଆସିବେ ଶାହରୁଖ୍‌-ସଲ୍‌ମାନ୍‌

ବଲିଉଡ୍‌ ବାଦ୍‌ଶାହ ଶାହରୁଖ୍‌ ଖାନ୍‌ ଓ ଭାଇଜାନ୍‌ ସଲ୍‌ମାନ୍‌ ଖାନ୍‌ଙ୍କୁ ପୁଣିଥରେ ବଡ଼ ପରଦାରେ ଏକାଠି ଦେଖିବାକୁ ମିଳିବ। ଏନେଇ ଆଜି ବି-ଟାଉନ୍‌ରେ ଚର୍ଚ୍ଚା ଜୋର୍‌ ଧରିଛି। ଚଳଚ୍ଚିତ୍ରରେ ଶାହରୁଖ୍‌ଙ୍କୁ ପ୍ରମୁଖ ଭୂମିକାରେ ଦେଖିବାକୁ ମିଳିବ ଓ ସଲ୍‌ମାନ୍‌ ଏଥିରେ କେମିଓ (ଅତିଥି କଳାକାର) ଭାବେ ନଜର ଆସିବେ। ମିଳିଥିବା ସୂଚନା ମୁତାବକ, ଚଳଚ୍ଚିତ୍ରରେ ଦୀପିକା ପାଦୁକୋଣ ଶାହରୁଖ୍‌ଙ୍କ ବିପକ୍ଷରେ ଅବତୀର୍ଣ୍ଣ ହେବେ। ଏଥିସହ ଅଭିନେତା ଜନ୍‌ ଇବ୍ରାହମ୍‌ଙ୍କୁ ଏଥିରେ ଖଳନାୟକ ଭୂମିକାରେ ଦେଖିବାକୁ ମିଳିବ। ତେବେ ଚଳଚ୍ଚିତ୍ରର ଶୀର୍ଷକ ବିଷୟରେ ଏବେ କୌଣସି ସୂଚନା ମିଳିନାହିଁ। ଏହା‌ କେବେ ମୁକ୍ତିଲାଭ କରିବ ବି ‌ନିର୍ମାତାମାନେ ଘୋଷଣା କରିନାହାନ୍ତି।

NewsLaxmi7

About Author

You may also like

ମନୋରଞ୍ଜନ

ଦିଲୱାଲେ ଦୁହ୍ଲନିଆଁକୁ ପୂରିଲା ୨୫ ବର୍ଷ

ନୂଆଦିଲ୍ଲୀ : ଶାହରୁଖ୍ ଖାନ୍ ଓ କାଜଲଙ୍କ ଅଭିନୀତ ଫିଲ୍ମ ଦିଲ୍‌ୱାଲେ ଦୁହ୍ଲନିଆ ଲେ ଜାଏଙ୍ଗେକୁ ଆଜି ପୂରିଛି ୨୫ ବର୍ଷ । ୧୯୯୫ରେ ମୁକ୍ତିଲାଭ କରିଥିବା
ମନୋରଞ୍ଜନ

ରୋମାଟିଂକ୍ ଅନ୍ଦାଜ୍‌ରେ ବିରୁଷ୍କା

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍ ଟିମ୍‌ର କ୍ୟାପଟେନ୍ ବିରାଟ କୋହଲି ଆଜିକାଲି ଆଇପିଏଲ୍ ପାଇଁ ଦୁବାଇରେ ରହୁଛନ୍ତି । ସେଠାରେ ତାଙ୍କ ପତ୍ନୀ ତଥା, ବଲିଉଡ ଅଭିନେତ୍ରୀ