ଭୁବନେଶ୍ବର: ଏଥର ଅନଲାଇନରେ ମାଟ୍ରିକ ସାର୍ଟିଫିକେଟ ମିଳିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ସାର୍ଟିଫିକେଟ ସହ ସମସ୍ତ ଦସ୍ତାବିଜ ହାଇସ୍କୁଲ ପିଲାଙ୍କୁ ଅନଲାଇନରେ ମିଳିବ। ଛାତ୍ରଛାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଗଣଶିକ୍ଷା ବିଭାଗ ଓ ଓକାକର ମିଳିତ ପ୍ରୟାସରେ ହାଇସ୍କୁଲ ପିଲାଙ୍କୁ ସାର୍ଟିଫିକେଟ ଅନଲାଇନରେ ମିଳିବ ବୋଲି କୁହାଯାଇଛି।
Trending
- ନବୀନଙ୍କୁ ୨୫ ବର୍ଷ ସୁଯୋଗ ଦେଲ, ଆମକୁ ୫ ବର୍ଷ ଦିଅ: ଶାହ
- ବସ୍-ଡମ୍ଫର ମୁହାଁମୁହିଁ: ୧୪ ଆହତ, ୪ ଗୁରୁତର
- ବିଜେପି ଛାଡ଼ିଲେ ରମାରଞ୍ଜନ
- ମାଟି ଅତଡ଼ା ଖସି ୩ ଶ୍ରମିକଙ୍କ ମୃତ୍ୟୁ
- ନିର୍ବାଚନୀ ହିଂସା: ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳ-ଏସପିଙ୍କୁ ନିର୍ଦ୍ଦେଶ ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ
- ଭୁବନେଶ୍ବରରେ ନଡ୍ଡାଙ୍କ ରୋଡ୍ ସୋ
- ପୁଲିସ ଗାଡ଼ି ଉପରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ବର୍ତ୍ତିଲେ ଥାନା ଅଧିକାରୀ
- ଓଡ଼ିଶାରେ ମଧ୍ୟ ବିଜେପି ସରକାର ଆସୁ ବୋଲି ଓଡ଼ିଶାବାସୀ ଚାହୁଁଛନ୍ତି: ଲୋକସଭା ବାଚସ୍ପତି ଓମ୍ ବିର୍ଲା
Sunday, May 19