ଦେଶ ବିଦେଶ ରାଜନୀତି ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ଏପ୍ରିଲ ୫ରୁ ନିମ୍ନ ଅଦାଲତ ସକାଳୁଆ

କଟକ: ଏପ୍ରିଲ ୫ ତାରିଖରୁ ରାଜ୍ୟର ସମସ୍ତ ନିମ୍ନ ଅଦାଲତ (ସବ୍ଅର୍ଡିନେଟ୍ କୋର୍ଟ) ସକାଳୁଆ ହେବ। ସକାଳ ୭ରୁ କୋର୍ଟ କାର୍ଯ୍ୟ ଆରମ୍ଭ ହୋଇ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ। ସକାଳ ୭ଟା ୩୦ରେ କୋର୍ଟ ବସିବେ ଓ ଦିନ ୧୦ଟାରୁ ୧୦ଟା ୩୦ ମିନିଟ ପର୍ଯ୍ୟନ୍ତ ବିରତି ରହିବ। ଗ୍ରୀଷ୍ମ ଅବକାଶ ପର୍ଯ୍ୟନ୍ତ ଏପରି ସକାଳ କୋର୍ଟ ବ୍ୟବସ୍ଥା ଜାରି ରହିବ। ବ୍ରହ୍ମପୁର, ଛତ୍ରପୁର, ଭୁବନେଶ୍ବର, କୋରାପୁଟ ସଦର ଓ ପୁରୀ ସଦରକୁ କିନ୍ତୁ ଏପରି ସକାଳୁଆ ବ୍ୟବସ୍ଥାରୁ ବାଦ ଦିଆଯାଇଛି। ଏ ନେଇ ହାଇକୋର୍ଟ ରେଜିଷ୍ଟ୍ରି ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲା ଓ ଦୌରା ଜଜ୍‌ଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି।

NewsLaxmi7

About Author

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର