ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
କଟକ ୦୬।୧୨ : ଓଟିଏମକୁ ରାଜ୍ୟ ସରକାର ନିଜ ଅକ୍ତିଆରକୁ ନେଇସାରିଛନ୍ତି । ଏନେଇ ମଙ୍ଗଳବାର ଏକ ସତ୍ୟପାଠ ଜରିଆରେ ହାଇକୋର୍ଟଙ୍କୁ ଅବଗତ କରାଇଛନ୍ତି ସରକାରୀ ପକ୍ଷ। ଆସନ୍ତା ୯ ତାରିଖରେ ମାମଲାର ପରବର୍ତ୍ତି ଶୁଣାଣି ।
ଖବର ଅନୁଯାୟୀ, ୫ ତାରିଖ ଅପରାହ୍ନ ୪ଟା ସୁଦ୍ଧା ଓଟିଏମକୁ ନିଜ ଅକ୍ତିଆରକୁ ନେବାଲାଗି ଗତ ୩ ତାରିଖ ଦିନ ରାଜ୍ୟ ସରକାରଙ୍କୁ ନିର୍ଦେଶ ଦେଇଥିଲେ ହାଇକୋର୍ଟ । ନଚେତ ମାସିକ ୬ ଲକ୍ଷ ଲେଖାଏଁ ତଣ୍ଡ ଗଣିବାକୁ ହେବ ବୋଲି ମଧ୍ୟ କୋର୍ଟ ଚେତାଇ ଦେଇଥିଲେ । ତେବେ ଉକ୍ତ ନିର୍ଦେଶ କାର୍ଯ୍ୟକାରୀ ହୋଇଛି ବୋଲି ଆଜି ହାଇକୋର୍ଟଙ୍କୁ ଅବଗତ କରାଯାଇଛି । କିନ୍ତୁ ଶ୍ରମିକମାନଙ୍କ ପ୍ରାପ୍ୟ, ବକେୟା ଦରମା ଆଦି ପ୍ରଦାନ ପାଇଁ କଣ ପଦକ୍ଷେପ ନିଆଯାଇଛି । ସେନେଇ ତଥ୍ୟ ରଖିବାକୁ ଲିକ୍ୟୁଡେଟରଙ୍କୁ ନିର୍ଦ୍ଦେଶ ହୋଇଛି । ଆସନ୍ତା ୯ ତାରିଖରେ ଏନେଇ ଶୁଣାଣି କରିବେ ହାଇକୋର୍ଟ ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l