ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ଓଡିଶାରେ ମଙ୍କିପକ୍ସର ସ୍ଥିତି କିଛି ନାହିଁ, ଗାଇଡ୍‌ଲାଇନ୍ ଅନୁସାରେ ପଦକ୍ଷେପ ନେବାକୁ ନିର୍ଦ୍ଦେଶ : ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର ୨୫।୭: ମଙ୍କିପକ୍ସ ନେଇ ପ୍ରତିକ୍ରିୟା ରଖିଲେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ । ମନ୍ତ୍ରୀ କହିଛନ୍ତି, ମଙ୍କିପକ୍ସ ନେଇ ଗାଇଡ୍‌ଲାଇନ୍ ଆସିଛି । ଗାଇଡ୍‌ଲାଇନ୍ ଅନୁସାରେ ପଦକ୍ଷେପ ନେବାକୁ ସବୁ ଜିଲ୍ଲାକୁ ନିର୍ଦ୍ଦେଶ ଦିଆଯାଇଛି । ଓଡିଶାରେ ମଙ୍କିପକ୍ସର ସ୍ଥିତି କିଛି ନାହଁ । ଯାହା ସ୍ଥିତି ଅଛି ତା ଉପରେ ନଜର ରଖାଯାଇଛି ।

ସେପଟେ ରାୟଗଡା କାଶୀପୁର ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ । ମନ୍ତ୍ରୀ କହିଛନ୍ତି, ବର୍ତ୍ତମାନ କାଶୀପୁରରେ ସ୍ଥିତି ନିୟନ୍ତ୍ରଣରେ ଅଛି । ମୁକାବିଲା ପାଇଁ ଗୋଟିଏ ଟିମ୍ ସେଠାରେ ଉପସ୍ଥିତ ଅଛନ୍ତି । ଆବଶ୍ୟକୀୟ ଔଷଧ ମଧ୍ୟ ଯୋଗାଇ ଦିଆଯାଇଛି । ସରକାର ସମ୍ପୂର୍ଣ୍ଣ ରୂପେ ସ୍ଥିତି ଉପରେ ନଜର ରଖିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ