ରାଜ୍ୟ ସ୍ପେଶାଲ ରିପୋର୍ଟ

ଓରସାକ୍‌କୁ ଗୋଲ୍‌ଡ ସ୍କଚ୍‌ ଆୱାର୍ଡ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ଓଡ଼ିଶା ମହାକାଶ ଉପଯୋଗ କେନ୍ଦ୍ର (ଓରସାକ୍) ଚଳିତବର୍ଷ ପାଇଁ ସମ୍ମାନଜନକ ଗୋଲ୍‌ଡ ସ୍କଚ୍ ଆୱାର୍ଡ ପାଇବାକୁ ମନୋନୀତ ହୋଇଛି। ଏହି ପୁରସ୍କାର ଦୁଇଟି କ୍ଷେତ୍ର ପାଇଁ ମିଳିଛି। ବିନା ଜମିରେ ଚାଷ କରୁଥିବା ନକଲି ଚାଷୀଙ୍କୁ ସାଟେଲାଇଟ୍ ଜିଆଇଏସ୍‌ ଜରିଆରେ ଧରିବା ଏବଂ ଠିକ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବାରେ ଓରସାକ୍ ବେଶ୍ ସଫଳ ହୋଇଛି। ରାଜ୍ୟର ପ୍ରତି ଗ୍ରାମରେ ଧାନ ଫସଲ ଥିବା ପ୍ଲଟ୍ ଭିତ୍ତିକ ‌େକ୍ଷତ୍ରଗୁଡ଼ିକର ବିଶ୍ଲେଷଣ ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଏହି ଗୋଲ୍‌ଡ ଇ-ପ୍ରଶାସନ ସ୍କଚ୍ ପୁରସ୍କାର ମିଳିଛି। ଏହି ଅଭିନବ ପ୍ରକଳ୍ପ ଦେଶରେ ପ୍ରଥମ ଥର ପାଇଁ ଓଡ଼ିଶାରେ କାର୍ଯ୍ୟକାରୀ ହେଉଛି। ଏହାଦ୍ବାରା ରାଜ୍ୟର ପ୍ରକୃତ କୃଷକଙ୍କ ଠାରୁ ଧାନ କିଣିବା ସମ୍ଭବ ହେଉଛି। ଏଥିଯୋଗୁ ରାଜ୍ୟ ସରକର ୧୫୦୦କୋଟିରୁ ଅଧିକ ଟଙ୍କା‌ ସଞ୍ଚୟ କରିଛନ୍ତି। ଏହି ସଫଳତା ପାଇଁ ଓରସାକ୍ ସିଇଓ ପ୍ରଫୁଲ୍ଲ କୁମାର ମଲ୍ଲିକ ସମସ୍ତ ହିତାଧିକାରୀଙ୍କୁ ଧନ୍ୟବାଦ ଦେଇଛନ୍ତି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।